୧୬ରେ ସର୍ବଦଳୀୟ ବୈଠକ, ୧୮ରୁ ୨୫ ଯାଏ ଚାଲିବ ବିଧାନସଭା ମୌସୁମୀ ଅଧିବେଶନ…

The Sakala Picture
Published On

ଭୁବନେଶ୍ବର: ୧୬ରେ ସର୍ବଦଳୀୟ ବୈଠକ । ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ। ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ ।ସୁରୁଖୁରରେ ବିଧାନସଭା ସାରିବା ନେଇ ହେବ ଆଲୋଚନା। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତା ୧୮ ତାରିଖରୁ ପୁଣି ଆରମ୍ଭ ହେବ ବିଧାନସଭା ଅଧିବେଶନ। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ଅଧିବେଶନରେ ରହିଛି ୭ଟି କାର୍ଯ୍ୟ ଦିବସ। ଏହି ଅଧିବେଶନ ପାଇଁ […]

ଭୁବନେଶ୍ବର: ୧୬ରେ ସର୍ବଦଳୀୟ ବୈଠକ । ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ। ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ ।ସୁରୁଖୁରରେ ବିଧାନସଭା ସାରିବା ନେଇ ହେବ ଆଲୋଚନା। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଆସନ୍ତା ୧୮ ତାରିଖରୁ ପୁଣି ଆରମ୍ଭ ହେବ ବିଧାନସଭା ଅଧିବେଶନ। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ଅଧିବେଶନରେ ରହିଛି ୭ଟି କାର୍ଯ୍ୟ ଦିବସ। ଏହି ଅଧିବେଶନ ପାଇଁ ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତି ଏହି ସର୍ବଦଳୀୟ ବୈଠକ ଡାକିଛନ୍ତି। ଗୃହକୁ ସୁରୁଖୁରୁରେ କେମିତି ଚଳାଯିବ, କେମିତି ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ, ରାଜ୍ୟର ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବାକୁ କେମିତି ବିରୋଧୀଙ୍କୁ ପୁରା ସୁଯୋଗ ମିଳିବ, ସେ ସଂପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ଅଛି।

ଆହୁରି ପଢ଼ନ୍ତୁ: ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ଆହୁରି ୫ ଦିନ ଯାଏ ଛେଚିବ

11 Sep 2025 By The Sakala

୧୬ରେ ସର୍ବଦଳୀୟ ବୈଠକ, ୧୮ରୁ ୨୫ ଯାଏ ଚାଲିବ ବିଧାନସଭା ମୌସୁମୀ ଅଧିବେଶନ…

ଭୁବନେଶ୍ବର: ୧୬ରେ ସର୍ବଦଳୀୟ ବୈଠକ । ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ। ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ ।ସୁରୁଖୁରରେ ବିଧାନସଭା ସାରିବା ନେଇ ହେବ ଆଲୋଚନା। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି।

ଆସନ୍ତା ୧୮ ତାରିଖରୁ ପୁଣି ଆରମ୍ଭ ହେବ ବିଧାନସଭା ଅଧିବେଶନ। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ଅଧିବେଶନରେ ରହିଛି ୭ଟି କାର୍ଯ୍ୟ ଦିବସ। ଏହି ଅଧିବେଶନ ପାଇଁ ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତି ଏହି ସର୍ବଦଳୀୟ ବୈଠକ ଡାକିଛନ୍ତି। ଗୃହକୁ ସୁରୁଖୁରୁରେ କେମିତି ଚଳାଯିବ, କେମିତି ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ, ରାଜ୍ୟର ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବାକୁ କେମିତି ବିରୋଧୀଙ୍କୁ ପୁରା ସୁଯୋଗ ମିଳିବ, ସେ ସଂପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ଅଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର