ଆସନ୍ତାକାଲିଠୁ କଟକ ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ବୁଧବାରଠୁ କଟକ ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । ଏ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି । କଟକ ସହର ମଧ୍ଯରେ ଧର୍ମାନୁଷ୍ଠାନ ଖୋଲିବ କି ନାହିଁ ସିଏମସି ନିଷ୍ପତ୍ତି ନେବ । କୋଭିଡ ଗାଇଡଲାଇନକୁ ମଧ୍ଯ କଡ଼ାକଡ଼ି ପାଳନ କରାଯିବ। କରୋନା ସଂକ୍ରମଣ ଯୋଗୁଁ ଗତ ମେ’ ମାସରୁ ରାଜ୍ୟରେ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିଥିଲା । ତେବେ ଅଗଷ୍ଟ ମାସର ଗାଇଡ୍ ଲାଇନ୍ ଅନୁଯାୟୀ […]

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ବୁଧବାରଠୁ କଟକ ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । ଏ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି । କଟକ ସହର ମଧ୍ଯରେ ଧର୍ମାନୁଷ୍ଠାନ ଖୋଲିବ କି ନାହିଁ ସିଏମସି ନିଷ୍ପତ୍ତି ନେବ । କୋଭିଡ ଗାଇଡଲାଇନକୁ ମଧ୍ଯ କଡ଼ାକଡ଼ି ପାଳନ କରାଯିବ। କରୋନା ସଂକ୍ରମଣ ଯୋଗୁଁ ଗତ ମେ’ ମାସରୁ ରାଜ୍ୟରେ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିଥିଲା ।

ଆହୁରି ପଢ଼ନ୍ତୁ: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି: ଆଜି ରାତିରେ ଜରୁରୀକାଳୀନ CCS ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ତେବେ ଅଗଷ୍ଟ ମାସର ଗାଇଡ୍ ଲାଇନ୍ ଅନୁଯାୟୀ ରାଜ୍ୟରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ଜିଲ୍ଲା ପ୍ରଶାସନ ଉପରେ ଦାୟିତ୍ବ ଛାଡିଥିଲେ ସରକାର । ସେହି ଅନୁସାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଧର୍ମାନୁଷ୍ଠାନ ଖୋଲାଯାଉଛି । ଶ୍ରଦ୍ଧାଳୁଙ୍କ ପାଇଁ ଚର୍ଚ୍ଚିକା, ଭଟ୍ଟାରିକା, ଧବଳେଶ୍ଵର ଆଦି ମନ୍ଦିର ଖୋଲିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ୫ତାରିଖରେ ରାଜ୍ୟବ୍ୟାପୀ ପାଳନ ହେବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ: ବିଜେଡ଼ି

 

ଆହୁରି ପଢ଼ନ୍ତୁ: ଇତିହାସ ରଚିଲା ଜମ୍ମୁ ଓ କାଶ୍ମୀର: ୮ ଥରର ଚାମ୍ପିଅନ୍‌ କର୍ଣ୍ଣାଟକକୁ ହରାଇ ଜିତିଲା ପ୍ରଥମ ରଣଜୀ ଟ୍ରଫି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp