ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

କରୋନା କଟକଣା: ରାଜଧାନୀରେ ସମସ୍ତ ଧାର୍ମିକ ଅନୁଷ୍ଠାନକୁ ଭକ୍ତଙ୍କ ପ୍ରବେଶ ଉପରେ ଲାଗିବ ରୋକ୍- ବିଏମସି

The Sakala Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଦୈନିକ ସଂକ୍ରମଣ ବୃଦ୍ଧି ହେବାରେ ଲାଗିଛି। କରୋନା ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଭୁବନେଶ୍ବରର ସମସ୍ତ ଧର୍ମାନୁଷ୍ଠାନକୁ ପୂର୍ବପରି ପୁଣି ଥରେ ବନ୍ଦ କରାଯିବା ଏ ନେଇ ବିଏମସି ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ଧର୍ମଗୁରୁଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଛି ବିଏମ୍‌ସି। ଧାର୍ମିକ ଅନୁଷ୍ଠାନକୁ ଭକ୍ତଙ୍କ ପ୍ରବେଶ ଉପରେ ରୋକ୍ ଲାଗିପାରେ। ଧାର୍ମିକ ଅନୁଷ୍ଠାନରେ କେବଳ ନୀତିକାନ୍ତିକୁ ଅନୁମତି ମିଳିବ ବୋଲି ଜଣାପଡ଼ିଛି। ଏ ନେଇ ଖୁବ ଶୀଘ୍ର […]

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଦୈନିକ ସଂକ୍ରମଣ ବୃଦ୍ଧି ହେବାରେ ଲାଗିଛି। କରୋନା ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଭୁବନେଶ୍ବରର ସମସ୍ତ ଧର୍ମାନୁଷ୍ଠାନକୁ ପୂର୍ବପରି ପୁଣି ଥରେ ବନ୍ଦ କରାଯିବା ଏ ନେଇ ବିଏମସି ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ଧର୍ମଗୁରୁଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଛି ବିଏମ୍‌ସି।

ଆହୁରି ପଢ଼ନ୍ତୁ: ଟାଙ୍ଗୀ ବ୍ଲକରେ ହାଇଡ୍ରାମା: ବିଜେପି ନେତାଙ୍କ ବିରୋଧରେ ଗର୍ଜିଲା ବିଜେଡି, ନ୍ୟାୟ ଦାବିରେ ସରକାରୀ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

ଧାର୍ମିକ ଅନୁଷ୍ଠାନକୁ ଭକ୍ତଙ୍କ ପ୍ରବେଶ ଉପରେ ରୋକ୍ ଲାଗିପାରେ। ଧାର୍ମିକ ଅନୁଷ୍ଠାନରେ କେବଳ ନୀତିକାନ୍ତିକୁ ଅନୁମତି ମିଳିବ ବୋଲି ଜଣାପଡ଼ିଛି। ଏ ନେଇ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଗାଇଡ ଲାଇନ ବିଏମ୍‌ସି ପକ୍ଷରୁ ଜାରି କରାଯିବ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ାରେ ଲଜ୍ଜ୍ୟା: ମୁଖ୍ୟ ଡାକ୍ତରଖାନାରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ, ମହିଳାଙ୍କ ସମେତ ୩ ଗିରଫ

20 Apr 2021 By The Sakala

କରୋନା କଟକଣା: ରାଜଧାନୀରେ ସମସ୍ତ ଧାର୍ମିକ ଅନୁଷ୍ଠାନକୁ ଭକ୍ତଙ୍କ ପ୍ରବେଶ ଉପରେ ଲାଗିବ ରୋକ୍- ବିଏମସି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଦୈନିକ ସଂକ୍ରମଣ ବୃଦ୍ଧି ହେବାରେ ଲାଗିଛି। କରୋନା ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଭୁବନେଶ୍ବରର ସମସ୍ତ ଧର୍ମାନୁଷ୍ଠାନକୁ ପୂର୍ବପରି ପୁଣି ଥରେ ବନ୍ଦ କରାଯିବା ଏ ନେଇ ବିଏମସି ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ଧର୍ମଗୁରୁଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଛି ବିଏମ୍‌ସି।

ଧାର୍ମିକ ଅନୁଷ୍ଠାନକୁ ଭକ୍ତଙ୍କ ପ୍ରବେଶ ଉପରେ ରୋକ୍ ଲାଗିପାରେ। ଧାର୍ମିକ ଅନୁଷ୍ଠାନରେ କେବଳ ନୀତିକାନ୍ତିକୁ ଅନୁମତି ମିଳିବ ବୋଲି ଜଣାପଡ଼ିଛି। ଏ ନେଇ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଗାଇଡ ଲାଇନ ବିଏମ୍‌ସି ପକ୍ଷରୁ ଜାରି କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର