ୱାଇ-ଫାଇ ହେବ ରାଜ୍ୟର ସବୁ ବିଶ୍ଵ ବିଦ୍ୟାଳୟ କ୍ୟାମ୍ପସ

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ସବୁ ବିଶ୍ଵ ବିଦ୍ୟାଳୟ କ୍ୟାମ୍ପସ ହେବ W-iFi ଯୁକ୍ତ। ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା Wi-Fi। ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସୁବିଧା ପାଇଁ ଉଚ୍ଚ ଶିକ୍ଷା ବିଭାଗର ନିଷ୍ପତି। ଅଧିକାଂଶ ପାଠ୍ୟ ପୁସ୍ତକ ଅନ୍ ଲାଇନରେ ରହିଛି। ମାଗଣା  ଇଣ୍ଟରନେଟ ସୁବିଧା ଦ୍ଵାରା ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସହାୟକ ହେବ। ଯାହା ଫଳରେ ଶୈକ୍ଷିକ ବାତାବରଣରେ ଉନ୍ନତି ଆସି ପାରିବ। ଏଥିପାଇଁ କ୍ୟାମ୍ପସରେ ୱାଇ-ଫାଇ ନେଟୱାର୍କ ଲଗାଇବା ଲାଗି ବ୍ୟୟ ଅଟକଳ ଦେବାକୁ ସବୁ ବିଶ୍ଵ ବିଦ୍ୟାଳୟର କୁଳସଚିବ […]

ଭୁବନେଶ୍ବର: ରାଜ୍ୟର ସବୁ ବିଶ୍ଵ ବିଦ୍ୟାଳୟ କ୍ୟାମ୍ପସ ହେବ W-iFi ଯୁକ୍ତ। ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା Wi-Fi। ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସୁବିଧା ପାଇଁ ଉଚ୍ଚ ଶିକ୍ଷା ବିଭାଗର ନିଷ୍ପତି। ଅଧିକାଂଶ ପାଠ୍ୟ ପୁସ୍ତକ ଅନ୍ ଲାଇନରେ ରହିଛି। ମାଗଣା  ଇଣ୍ଟରନେଟ ସୁବିଧା ଦ୍ଵାରା ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସହାୟକ ହେବ। ଯାହା ଫଳରେ ଶୈକ୍ଷିକ ବାତାବରଣରେ ଉନ୍ନତି ଆସି ପାରିବ। ଏଥିପାଇଁ କ୍ୟାମ୍ପସରେ ୱାଇ-ଫାଇ ନେଟୱାର୍କ ଲଗାଇବା ଲାଗି ବ୍ୟୟ ଅଟକଳ ଦେବାକୁ ସବୁ ବିଶ୍ଵ ବିଦ୍ୟାଳୟର କୁଳସଚିବ ମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ:  ଆଜି ଅଶୋକାଷ୍ଟମୀ, ରଥଦାଣ୍ଡରେ ଗଡ଼ିବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଅଣଲେଉଟା ରୁକୁଣା ରଥ

01 Nov 2023 By The Sakala

ୱାଇ-ଫାଇ ହେବ ରାଜ୍ୟର ସବୁ ବିଶ୍ଵ ବିଦ୍ୟାଳୟ କ୍ୟାମ୍ପସ

ଭୁବନେଶ୍ବର: ରାଜ୍ୟର ସବୁ ବିଶ୍ଵ ବିଦ୍ୟାଳୟ କ୍ୟାମ୍ପସ ହେବ W-iFi ଯୁକ୍ତ। ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା Wi-Fi। ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସୁବିଧା ପାଇଁ ଉଚ୍ଚ ଶିକ୍ଷା ବିଭାଗର ନିଷ୍ପତି। ଅଧିକାଂଶ ପାଠ୍ୟ ପୁସ୍ତକ ଅନ୍ ଲାଇନରେ ରହିଛି। ମାଗଣା  ଇଣ୍ଟରନେଟ ସୁବିଧା ଦ୍ଵାରା ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସହାୟକ ହେବ। ଯାହା ଫଳରେ ଶୈକ୍ଷିକ ବାତାବରଣରେ ଉନ୍ନତି ଆସି ପାରିବ। ଏଥିପାଇଁ କ୍ୟାମ୍ପସରେ ୱାଇ-ଫାଇ ନେଟୱାର୍କ ଲଗାଇବା ଲାଗି ବ୍ୟୟ ଅଟକଳ ଦେବାକୁ ସବୁ ବିଶ୍ଵ ବିଦ୍ୟାଳୟର କୁଳସଚିବ ମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର