ସରକାରୀ ଅଧିକାରୀଙ୍କୁ ବାଡେଇ ହାତ ଭାଙ୍ଗିଦେଲେ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

The Sakala Picture
Published On

ବାରିପଦା: ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ । କେନ୍ଦ୍ର ଜଳ ଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଦୁଇ ସରକାରୀ ଅଧିକାରୀଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି । ଦଳୀୟ କାର୍ଯ୍ୟାଳୟକୁ ଡାକି କେନ୍ଦ୍ର ମନ୍ତ୍ରୀ ଟୁଡୁ ସେମାନଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି । ଜଣେ ଅଧିକାରୀଙ୍କ ହାତ ଭାଙ୍ଗି ଯାଇଥିବା କୁହାଯାଉଛି । ମୟୂରଭଞ୍ଜ ଜିଲ୍ଲା ଯୋଜନା ବୋର୍ଡ ଡେପୁଟି ଡାଇରେକ୍ଟର […]

ବାରିପଦା: ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ । କେନ୍ଦ୍ର ଜଳ ଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଦୁଇ ସରକାରୀ ଅଧିକାରୀଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି । ଦଳୀୟ କାର୍ଯ୍ୟାଳୟକୁ ଡାକି କେନ୍ଦ୍ର ମନ୍ତ୍ରୀ ଟୁଡୁ ସେମାନଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି । ଜଣେ ଅଧିକାରୀଙ୍କ ହାତ ଭାଙ୍ଗି ଯାଇଥିବା କୁହାଯାଉଛି । ମୟୂରଭଞ୍ଜ ଜିଲ୍ଲା ଯୋଜନା ବୋର୍ଡ ଡେପୁଟି ଡାଇରେକ୍ଟର ଅଶ୍ୱିନୀ ମଲ୍ଲିକ ଓ ଆସିଷ୍ଟାଂଟ୍ ଡାଇରେକ୍ଟର ଦେବାଶିଷ ମହାପାତ୍ରଙ୍କୁ କେନ୍ଦ୍ର ମନ୍ତ୍ରୀ ଟୁଡୁ ମାଡ ମାରିଥିବା ଅଭିଯୋଗ ହୋଇଛି । ମନ୍ତ୍ରୀଙ୍କ ମାଡରେ ଦେବାଶିଷଙ୍କ ହାତ ଭାଙ୍ଗି ଯାଇଛି । ଦୁଇ ଆହତ ଅଧିକାରୀ ହସପିଟାଲରେ ଭର୍ତ୍ତି ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ସୂଚନା ମୁତାବକ ଦେବାଶିଷଙ୍କ ବାମ ହାତ ଭାଙ୍ଗି ଯାଇଥିବା ବେଳେ କଟକ ବଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ । ପାର୍ଟି ଅଫିସ ମଧ୍ୟରେ କବାଟ ବନ୍ଦ କରି ଚେୟାରରେ ମନ୍ତ୍ରୀ ଆକ୍ରମଣ କରି ହାତ ଭାଙ୍ଗିଦେଇଥିବା ଅଭିୟୋଗ ହୋଇଛି । ଏହା ସହିତ କେନ୍ଦ୍ରମନ୍ତ୍ରୀ ଜୀବନରୁ ମାରିଦେବା ନେଇ ଧମକ ଦେଇଥିବା ଅଭିଯୋଗ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

21 Jan 2022 By The Sakala

ସରକାରୀ ଅଧିକାରୀଙ୍କୁ ବାଡେଇ ହାତ ଭାଙ୍ଗିଦେଲେ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

ବାରିପଦା: ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ । କେନ୍ଦ୍ର ଜଳ ଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଦୁଇ ସରକାରୀ ଅଧିକାରୀଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି । ଦଳୀୟ କାର୍ଯ୍ୟାଳୟକୁ ଡାକି କେନ୍ଦ୍ର ମନ୍ତ୍ରୀ ଟୁଡୁ ସେମାନଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି । ଜଣେ ଅଧିକାରୀଙ୍କ ହାତ ଭାଙ୍ଗି ଯାଇଥିବା କୁହାଯାଉଛି । ମୟୂରଭଞ୍ଜ ଜିଲ୍ଲା ଯୋଜନା ବୋର୍ଡ ଡେପୁଟି ଡାଇରେକ୍ଟର ଅଶ୍ୱିନୀ ମଲ୍ଲିକ ଓ ଆସିଷ୍ଟାଂଟ୍ ଡାଇରେକ୍ଟର ଦେବାଶିଷ ମହାପାତ୍ରଙ୍କୁ କେନ୍ଦ୍ର ମନ୍ତ୍ରୀ ଟୁଡୁ ମାଡ ମାରିଥିବା ଅଭିଯୋଗ ହୋଇଛି । ମନ୍ତ୍ରୀଙ୍କ ମାଡରେ ଦେବାଶିଷଙ୍କ ହାତ ଭାଙ୍ଗି ଯାଇଛି । ଦୁଇ ଆହତ ଅଧିକାରୀ ହସପିଟାଲରେ ଭର୍ତ୍ତି ହୋଇଛନ୍ତି ।

ସୂଚନା ମୁତାବକ ଦେବାଶିଷଙ୍କ ବାମ ହାତ ଭାଙ୍ଗି ଯାଇଥିବା ବେଳେ କଟକ ବଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ । ପାର୍ଟି ଅଫିସ ମଧ୍ୟରେ କବାଟ ବନ୍ଦ କରି ଚେୟାରରେ ମନ୍ତ୍ରୀ ଆକ୍ରମଣ କରି ହାତ ଭାଙ୍ଗିଦେଇଥିବା ଅଭିୟୋଗ ହୋଇଛି । ଏହା ସହିତ କେନ୍ଦ୍ରମନ୍ତ୍ରୀ ଜୀବନରୁ ମାରିଦେବା ନେଇ ଧମକ ଦେଇଥିବା ଅଭିଯୋଗ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର