ସ୍ୱାମୀକୁ ମଦ ପିଆଇ ମାଡ଼ମାରିବା ପରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ

The Sakala Picture
Published On

ବ୍ରହ୍ମଗିରି: ବ୍ରହ୍ମଗିରି ଅଞ୍ଚଳରେ ଲଜ୍ଜ୍ୟା । ସ୍ୱାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ । ଅରଖକୁଦା ମିରାଇନ୍ ଥାନା ଅଂଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ସ୍ଵାମୀଙ୍କ ହାତ ଗୋଡ ବାନ୍ଧି ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମେରାଇନ୍ ଥାନା ଏକ ଦୁଷ୍କର୍ମ ମାମଲା ରୁଜୁକରି ଜଣେ ଦୁଷ୍କର୍ମକରୀକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି […]

ବ୍ରହ୍ମଗିରି: ବ୍ରହ୍ମଗିରି ଅଞ୍ଚଳରେ ଲଜ୍ଜ୍ୟା । ସ୍ୱାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ । ଅରଖକୁଦା ମିରାଇନ୍ ଥାନା ଅଂଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ସ୍ଵାମୀଙ୍କ ହାତ ଗୋଡ ବାନ୍ଧି ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମେରାଇନ୍ ଥାନା ଏକ ଦୁଷ୍କର୍ମ ମାମଲା ରୁଜୁକରି ଜଣେ ଦୁଷ୍କର୍ମକରୀକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର