ଅତିରିକ୍ତ ତହସିଲଦାରଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ; ଥାନାରେ ଅଭିଯୋଗ ପରେ ବିଷ ପିଇ ପିଇଦେଲେ PEO

Madhusudan Das Picture
Published On

ବ୍ରହ୍ମପୁର: ଅତିରିକ୍ତ ତହସିଲଦାରଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ । ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ମହିଳା ଅତିରିକ୍ତ ତହସିଲଦାରଙ୍କୁ ଅଶ୍ଳୀଳ ଇଙ୍ଗିତ କରିଥିବା ନେଇ ଅଭିଯୋଗ ହୋଇଛି । ଏ ନେଇ ଅତିରିକ୍ତ ତହସିଲଦାର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଗିରଫ ହେବା ଭୟରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଷ ପିଇ ଦେଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ସମ୍ପୃକ୍ତ PEO ଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । 

ଆହୁରି ପଢ଼ନ୍ତୁ: ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ବିଦ୍ୟାରେ ୧୮୦୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ

ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲା ସୁନାପୁର ବେଳାଭୂମି ମହୋତ୍ସବର ପ୍ରଥମ ଦିନରେ ତଥା ଗତ ୩ ତାରିଖରେ ବେଳାଭୂମି ମହୋତ୍ସବ ଉଦ୍‌ଘାଟନ ଉତ୍ସବ ଅବସରରେ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜଣେ ମହିଳା ଅତିରିକ୍ତ ତହସିଲଦାର ଡ୍ୟୁଟିରେ ଥିଲେ । ଭିଡ଼ ଭିତରେ ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ ତାଙ୍କୁ ଅଶାଳୀନ ବ୍ୟବହାର କରିବା ସହ ଯୌନ ନିର୍ଯାତନା ଦେଇଥିବା ସେ ଅଭିଯୋଗ କରିଛନ୍ତି । ଗୋଳନ୍ଥରା ଥାନାରେ ଏ ସମ୍ପର୍କିତ ଏକ ମାମଲା ରୁଜୁ ହୋଇଛି। ଅନ୍ୟପଟେ ଥାନାରୁ ଡକରା ପାଇ ପିଇଓ ଜଣକ ବିଷପିଇ ଦେଇଛନ୍ତି । ପରିବାର ତରଫରୁ ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ରାସ୍ତା କଡ଼ ଖାଲକୁ ଓଲଟିଲା ଟୁରିଷ୍ଟ ବସ୍; ୫ ମୃତ, ୩୦ରୁ ଉର୍ଦ୍ଧ୍ୱ ଆହତ

07 Feb 2026 By Madhusudan Das

ଅତିରିକ୍ତ ତହସିଲଦାରଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ; ଥାନାରେ ଅଭିଯୋଗ ପରେ ବିଷ ପିଇ ପିଇଦେଲେ PEO

ବ୍ରହ୍ମପୁର: ଅତିରିକ୍ତ ତହସିଲଦାରଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ । ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ମହିଳା ଅତିରିକ୍ତ ତହସିଲଦାରଙ୍କୁ ଅଶ୍ଳୀଳ ଇଙ୍ଗିତ କରିଥିବା ନେଇ ଅଭିଯୋଗ ହୋଇଛି । ଏ ନେଇ ଅତିରିକ୍ତ ତହସିଲଦାର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଗିରଫ ହେବା ଭୟରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଷ ପିଇ ଦେଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ସମ୍ପୃକ୍ତ PEO ଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । 

ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲା ସୁନାପୁର ବେଳାଭୂମି ମହୋତ୍ସବର ପ୍ରଥମ ଦିନରେ ତଥା ଗତ ୩ ତାରିଖରେ ବେଳାଭୂମି ମହୋତ୍ସବ ଉଦ୍‌ଘାଟନ ଉତ୍ସବ ଅବସରରେ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜଣେ ମହିଳା ଅତିରିକ୍ତ ତହସିଲଦାର ଡ୍ୟୁଟିରେ ଥିଲେ । ଭିଡ଼ ଭିତରେ ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ ତାଙ୍କୁ ଅଶାଳୀନ ବ୍ୟବହାର କରିବା ସହ ଯୌନ ନିର୍ଯାତନା ଦେଇଥିବା ସେ ଅଭିଯୋଗ କରିଛନ୍ତି । ଗୋଳନ୍ଥରା ଥାନାରେ ଏ ସମ୍ପର୍କିତ ଏକ ମାମଲା ରୁଜୁ ହୋଇଛି। ଅନ୍ୟପଟେ ଥାନାରୁ ଡକରା ପାଇ ପିଇଓ ଜଣକ ବିଷପିଇ ଦେଇଛନ୍ତି । ପରିବାର ତରଫରୁ ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର