କ୍ରାନ୍ତି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା

The Sakala Picture
Published On

ଭୁବନେଶ୍ବର: କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। ଏନେଇ ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। ଏହି ଘୋଷଣାକୁ ସ୍ବାଗତ କରାଯାଇଛି। ଏହାଦ୍ବାରା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଦିଆଯିବ ବୋଲି ମତ ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତା ୯ରେ ଖୋଲିବ ହୀରାକୁଦ ଡ୍ୟାମ୍ ଗେଟ୍, ନିଷ୍କାସିତ ହେବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ

09 Aug 2024 By The Sakala

କ୍ରାନ୍ତି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା

ଭୁବନେଶ୍ବର: କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। ଏନେଇ ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। ଏହି ଘୋଷଣାକୁ ସ୍ବାଗତ କରାଯାଇଛି। ଏହାଦ୍ବାରା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଦିଆଯିବ ବୋଲି ମତ ପ୍ରକାଶ ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର