ମୋ ପ୍ରତି ଅପମାନ ଓ କଟୁ ମନ୍ତବ୍ୟର ଜବାବ ଦେବେ ଓଡ଼ିଶାବାସୀ: ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ବିରୋଧୀଙ୍କୁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜବାବ। ସାଢ଼େ ୪ କୋଟି ଓଡ଼ିଆଙ୍କୁ ମୋର ପରିବାର ଭାବି ମୁଁ ସେମାନଙ୍କ ସେବା କରି ଆସୁଛି ସୁଖରେ ଦୁଃଖରେ ମୁଁ ସବୁବେଳେ ଆପଣଙ୍କ ସାଥୀରେ ଅଛି । ବନ୍ଯା, ବାତ୍ଯାରେ ସବୁବେଳେ ମୁଁ ଆପଣଙ୍କ ପଛରେ ଅଛି । ଶେଷ ପର୍ଯ୍ଯନ୍ତ ମୁଁ ଆପଣଙ୍କ ସହିତ ଛିଡ଼ା ହୋଇଥିବି । ମାଆମାନଙ୍କ ସଫଳତା ମତେ ବହୁତ ଖୁସି ଦେଇଛି । ସେହିପରି ଯୁବ ପୀଢ଼ି ଆତ୍ମ ବିଶ୍ବାସର ସହିତ […]

ଭୁବନେଶ୍ୱର: ବିରୋଧୀଙ୍କୁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜବାବ। ସାଢ଼େ ୪ କୋଟି ଓଡ଼ିଆଙ୍କୁ ମୋର ପରିବାର ଭାବି ମୁଁ ସେମାନଙ୍କ ସେବା କରି ଆସୁଛି ସୁଖରେ ଦୁଃଖରେ ମୁଁ ସବୁବେଳେ ଆପଣଙ୍କ ସାଥୀରେ ଅଛି । ବନ୍ଯା, ବାତ୍ଯାରେ ସବୁବେଳେ ମୁଁ ଆପଣଙ୍କ ପଛରେ ଅଛି । ଶେଷ ପର୍ଯ୍ଯନ୍ତ ମୁଁ ଆପଣଙ୍କ ସହିତ ଛିଡ଼ା ହୋଇଥିବି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

ମାଆମାନଙ୍କ ସଫଳତା ମତେ ବହୁତ ଖୁସି ଦେଇଛି । ସେହିପରି ଯୁବ ପୀଢ଼ି ଆତ୍ମ ବିଶ୍ବାସର ସହିତ ଆଗକୁ ବଢୁଛି । ଯୁବ ଶକ୍ତି ହିଁ ଓଡ଼ିଶାକୁ ଆଗକୁ ନେବ ଓ ଦେଶରେ ରାଜ୍ଯକୁ ନମ୍ଵର ୱାନ କରିବ । ଦୁଃଖର କଥା ବାହାର ନେତା ଆସି ମତେ ବ୍ଯକ୍ତିଗତ ଭାବେ ଆକ୍ଷେପ କରୁଛନ୍ତି । କଟୁ କଥା କହୁଛନ୍ତି, ଅଭଦ୍ର ଭାଷା ବ୍ଯବହାର କରୁଛନ୍ତି । ଆପଣ ଭଲ ଭାବେ ଜାଣନ୍ତି, ମୁଁ କାହାକୁ ଅସମ୍ମାନ କରେ ନାହିଁ । କଟୁ କଥା କହେ ନାହିଁ । ଆପଣମାନେ ଏହାର ଜବାବ ଦେବେ ।

ଆହୁରି ପଢ଼ନ୍ତୁ: ତାତିଲେ ଏମ୍ସ ସୁରକ୍ଷାକର୍ମୀ; ଦୁଇ ମାସର ବକେୟା ଦରମା ପ୍ରଦାନ ଦାବିରେ ଧାରଣାରେ ୪୪୦ସିକ୍ୟୁରିଟି ଗାର୍ଡ

29 May 2024 By The Sakala

ମୋ ପ୍ରତି ଅପମାନ ଓ କଟୁ ମନ୍ତବ୍ୟର ଜବାବ ଦେବେ ଓଡ଼ିଶାବାସୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିରୋଧୀଙ୍କୁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜବାବ। ସାଢ଼େ ୪ କୋଟି ଓଡ଼ିଆଙ୍କୁ ମୋର ପରିବାର ଭାବି ମୁଁ ସେମାନଙ୍କ ସେବା କରି ଆସୁଛି ସୁଖରେ ଦୁଃଖରେ ମୁଁ ସବୁବେଳେ ଆପଣଙ୍କ ସାଥୀରେ ଅଛି । ବନ୍ଯା, ବାତ୍ଯାରେ ସବୁବେଳେ ମୁଁ ଆପଣଙ୍କ ପଛରେ ଅଛି । ଶେଷ ପର୍ଯ୍ଯନ୍ତ ମୁଁ ଆପଣଙ୍କ ସହିତ ଛିଡ଼ା ହୋଇଥିବି ।

ମାଆମାନଙ୍କ ସଫଳତା ମତେ ବହୁତ ଖୁସି ଦେଇଛି । ସେହିପରି ଯୁବ ପୀଢ଼ି ଆତ୍ମ ବିଶ୍ବାସର ସହିତ ଆଗକୁ ବଢୁଛି । ଯୁବ ଶକ୍ତି ହିଁ ଓଡ଼ିଶାକୁ ଆଗକୁ ନେବ ଓ ଦେଶରେ ରାଜ୍ଯକୁ ନମ୍ଵର ୱାନ କରିବ । ଦୁଃଖର କଥା ବାହାର ନେତା ଆସି ମତେ ବ୍ଯକ୍ତିଗତ ଭାବେ ଆକ୍ଷେପ କରୁଛନ୍ତି । କଟୁ କଥା କହୁଛନ୍ତି, ଅଭଦ୍ର ଭାଷା ବ୍ଯବହାର କରୁଛନ୍ତି । ଆପଣ ଭଲ ଭାବେ ଜାଣନ୍ତି, ମୁଁ କାହାକୁ ଅସମ୍ମାନ କରେ ନାହିଁ । କଟୁ କଥା କହେ ନାହିଁ । ଆପଣମାନେ ଏହାର ଜବାବ ଦେବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର