ଆମ୍ବୁଲାନ୍ସ ଡ୍ରାଇଭର, ହେଲପର ଓ ଟେକ୍ନିସିଆନଙ୍କୁ ବେତନ ସହ ଅତିରିକ୍ତ ଭାବେ ମିଳିବ ପ୍ରୋତ୍ସାହନ ରାଶି

The Sakala Picture
Published On

ଭୁବନେଶ୍ବର: ଆମ୍ବୁଲାନ୍ସ କର୍ମଚାରୀଙ୍କୁ ମିଳିବ ସ୍ବତନ୍ତ୍ର ଭତ୍ତା। ଆମ୍ବୁଲାନ୍ସ ଡ୍ରାଇଭର, ଇଏମଟିଙ୍କ ମାସିକ ଭତ୍ତା ୫ ହଜାର ଟଙ୍କା ଏବଂ ହେଲପରମାନଙ୍କ ଭତ୍ତା ମାସିକ ୩ ହଜାର ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଚଳିତ ଫେବ୍ରୁଆରୀରୁ ଏହା ଲାଗୁ ହେବ। ବେସିକ ଦରମା ବାଦ ସେମାନେ ଏହି ଭତ୍ତା ପାଇବେ। ଏହି ଅର୍ଥ ରାଜ୍ୟ ଆମ୍ବୁଲାନ୍ସ ଷ୍ଟାଫ ପାଣ୍ଠିରୁ ପ୍ରଦାନ କରାଯିବ। ବିଭିନ୍ନ ଜିଲ୍ଲାଗସ୍ତ କାଳରେ ଭତ୍ତା ବଢାଇବା ଲାଗି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନିକଟରେ […]

ଭୁବନେଶ୍ବର: ଆମ୍ବୁଲାନ୍ସ କର୍ମଚାରୀଙ୍କୁ ମିଳିବ ସ୍ବତନ୍ତ୍ର ଭତ୍ତା। ଆମ୍ବୁଲାନ୍ସ ଡ୍ରାଇଭର, ଇଏମଟିଙ୍କ ମାସିକ ଭତ୍ତା ୫ ହଜାର ଟଙ୍କା ଏବଂ ହେଲପରମାନଙ୍କ ଭତ୍ତା ମାସିକ ୩ ହଜାର ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଚଳିତ ଫେବ୍ରୁଆରୀରୁ ଏହା ଲାଗୁ ହେବ। ବେସିକ ଦରମା ବାଦ ସେମାନେ ଏହି ଭତ୍ତା ପାଇବେ। ଏହି ଅର୍ଥ ରାଜ୍ୟ ଆମ୍ବୁଲାନ୍ସ ଷ୍ଟାଫ ପାଣ୍ଠିରୁ ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ: ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ତଥା ବିଜେଡି ନେତା ଶିବାଜୀ ମାଝୀଙ୍କ ପରଲୋକ

ବିଭିନ୍ନ ଜିଲ୍ଲାଗସ୍ତ କାଳରେ ଭତ୍ତା ବଢାଇବା ଲାଗି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନିକଟରେ ଅନୁରୋଧ କରିଥିଲେ ଆମ୍ବୁଲାନ୍ସ କର୍ମଚାରୀ। ଜରୁରୀ ମେଡିକାଲ ଆମ୍ବୁଲାନ୍ସ ସେବା ପାଲଟିଛି ଲାଇଫଲାଇନ। ମାର୍ଚ୍ଚ ୨୦୧୩ରୁ ଏହି ସେବା ଆରମ୍ଭ ହୋଇଛି। ରାଜ୍ଯରେ ବର୍ତ୍ତମାନ ୪୧୧ ଏଏଲଏସ ଆମ୍ବୁଲାନ୍ସ ସମେତ ୧୩୬୬ଟି ଆମ୍ବୁଲାନସ ଓ ୬ଟି ବୋଟ ଆମ୍ବୁଲାନ୍ସ ରହିଛି। ପ୍ରତିମାସରେ ପ୍ରାୟ ୧ ଲକ୍ଷ ୩୦ ହଜାର ରୋଗୀଙ୍କୁ ସେବା ଯୋଗାଉଛି ୧୦୮ ଆମ୍ବୁଲାନ୍ସ। ପ୍ରାକୃତିକ ବିପର୍ଯ୍ୟୟ, ଦୁର୍ଘଟମା, କୋଭିଡ କାଳରେ ଆମ୍ବୁଲାନ୍ସ ସେବାର ଉଦାହରଣ ଅନନ୍ୟ।

ଆହୁରି ପଢ଼ନ୍ତୁ: ଘୁର୍ଣ୍ଣିବଳୟ ପ୍ରଭାବରେ କାଲିଠୁ ରାଜ୍ୟରେ ପୁଣି ବଢିବ ବର୍ଷା, ଉପକୂଳ ଓଡିଶାରେ ବିଜୁଳି ଘଡଘଡି ସହ ଆଶଙ୍କା

15 Feb 2024 By The Sakala

ଆମ୍ବୁଲାନ୍ସ ଡ୍ରାଇଭର, ହେଲପର ଓ ଟେକ୍ନିସିଆନଙ୍କୁ ବେତନ ସହ ଅତିରିକ୍ତ ଭାବେ ମିଳିବ ପ୍ରୋତ୍ସାହନ ରାଶି

ଭୁବନେଶ୍ବର: ଆମ୍ବୁଲାନ୍ସ କର୍ମଚାରୀଙ୍କୁ ମିଳିବ ସ୍ବତନ୍ତ୍ର ଭତ୍ତା। ଆମ୍ବୁଲାନ୍ସ ଡ୍ରାଇଭର, ଇଏମଟିଙ୍କ ମାସିକ ଭତ୍ତା ୫ ହଜାର ଟଙ୍କା ଏବଂ ହେଲପରମାନଙ୍କ ଭତ୍ତା ମାସିକ ୩ ହଜାର ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଚଳିତ ଫେବ୍ରୁଆରୀରୁ ଏହା ଲାଗୁ ହେବ। ବେସିକ ଦରମା ବାଦ ସେମାନେ ଏହି ଭତ୍ତା ପାଇବେ। ଏହି ଅର୍ଥ ରାଜ୍ୟ ଆମ୍ବୁଲାନ୍ସ ଷ୍ଟାଫ ପାଣ୍ଠିରୁ ପ୍ରଦାନ କରାଯିବ।

ବିଭିନ୍ନ ଜିଲ୍ଲାଗସ୍ତ କାଳରେ ଭତ୍ତା ବଢାଇବା ଲାଗି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନିକଟରେ ଅନୁରୋଧ କରିଥିଲେ ଆମ୍ବୁଲାନ୍ସ କର୍ମଚାରୀ। ଜରୁରୀ ମେଡିକାଲ ଆମ୍ବୁଲାନ୍ସ ସେବା ପାଲଟିଛି ଲାଇଫଲାଇନ। ମାର୍ଚ୍ଚ ୨୦୧୩ରୁ ଏହି ସେବା ଆରମ୍ଭ ହୋଇଛି। ରାଜ୍ଯରେ ବର୍ତ୍ତମାନ ୪୧୧ ଏଏଲଏସ ଆମ୍ବୁଲାନ୍ସ ସମେତ ୧୩୬୬ଟି ଆମ୍ବୁଲାନସ ଓ ୬ଟି ବୋଟ ଆମ୍ବୁଲାନ୍ସ ରହିଛି। ପ୍ରତିମାସରେ ପ୍ରାୟ ୧ ଲକ୍ଷ ୩୦ ହଜାର ରୋଗୀଙ୍କୁ ସେବା ଯୋଗାଉଛି ୧୦୮ ଆମ୍ବୁଲାନ୍ସ। ପ୍ରାକୃତିକ ବିପର୍ଯ୍ୟୟ, ଦୁର୍ଘଟମା, କୋଭିଡ କାଳରେ ଆମ୍ବୁଲାନ୍ସ ସେବାର ଉଦାହରଣ ଅନନ୍ୟ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର