ବିପର୍ଯ୍ଯୟ ମୁକାବିଲା ପାଇଁ ରାଜ୍ୟସଭାରେ ନବୀନଙ୍କୁ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ପ୍ରଶଂସା

The Sakala Picture
Published On

ଭୁବନେଶ୍ବର: ନବୀନଙ୍କୁ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ପ୍ରଶଂସା । ବିପର୍ଯ୍ଯୟ ମୁକାବିଲାରେ ନବୀନଙ୍କ ନୀତିକୁ ରାଜ୍ଯସଭାରେ ପ୍ରଶଂସା କରିଛନ୍ତି ଅମିତ ଶାହ । ୱାଏନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ବିବୃତ୍ତିରେ ନବୀନଙ୍କୁ ପ୍ରଶଂସା କରିଛନ୍ତି। ବିପର୍ଯ୍ଯୟର ୭ ଦିନ ପୂର୍ବରୁ ଓଡ଼ିଶାକୁ ଦିଆଯାଇଥିଲା ସୂଚନା । ରାଜ୍ଯ ସରକାରଙ୍କ ଆଗୁଆ ପଦକ୍ଷେପ ଯୋଗୁ ମିଳିଥିଲା ସଫଳତା । ମାତ୍ର ଗୋଟିଏ ଲୋକର ମୃତ୍ଯୁ ହୋଇଥିଲା । ଭୁଲରେ ବ୍ଯକ୍ତିଜଣଙ୍କ ମୃତ୍ଯୁବରଣ କରିଥିଲେ।  ସଂସଦରେ ନବୀନଙ୍କ ଜିରୋ କାଜୁଆଲଟିକୁ ଶାହଙ୍କ […]

ଭୁବନେଶ୍ବର: ନବୀନଙ୍କୁ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ପ୍ରଶଂସା । ବିପର୍ଯ୍ଯୟ ମୁକାବିଲାରେ ନବୀନଙ୍କ ନୀତିକୁ ରାଜ୍ଯସଭାରେ ପ୍ରଶଂସା କରିଛନ୍ତି ଅମିତ ଶାହ । ୱାଏନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ବିବୃତ୍ତିରେ ନବୀନଙ୍କୁ ପ୍ରଶଂସା କରିଛନ୍ତି। ବିପର୍ଯ୍ଯୟର ୭ ଦିନ ପୂର୍ବରୁ ଓଡ଼ିଶାକୁ ଦିଆଯାଇଥିଲା ସୂଚନା । ରାଜ୍ଯ ସରକାରଙ୍କ ଆଗୁଆ ପଦକ୍ଷେପ ଯୋଗୁ ମିଳିଥିଲା ସଫଳତା । ମାତ୍ର ଗୋଟିଏ ଲୋକର ମୃତ୍ଯୁ ହୋଇଥିଲା । ଭୁଲରେ ବ୍ଯକ୍ତିଜଣଙ୍କ ମୃତ୍ଯୁବରଣ କରିଥିଲେ।  ସଂସଦରେ ନବୀନଙ୍କ ଜିରୋ କାଜୁଆଲଟିକୁ ଶାହଙ୍କ ପ୍ରଶଂସା କରଛନ୍ତି ଅମିତ ଶାହ ।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ୱାଏନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ବିରୋଧୀ ଦଳ ଆଗୁଆ ସୂଚନା ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। ବିରୋଧୀଙ୍କୁ କଟାକ୍ଷ କରିବାକୁ ଯାଇ ଉକ୍ତ ପ୍ରସଙ୍ଗରେ ନବୀନଙ୍କ ବିପର୍ଯ୍ୟୟ ନୀତିକୁ ଅମିତ ଶାହା ରାଜ୍ୟସଭାରେ ପ୍ରଶଂସା କରିଥିଲେ। ପ୍ରାକୃତିକ ବିପର୍ଯ୍ୟୟ କ୍ଷେତ୍ରରେ ଓଡ଼ିଶା ୧ନଂ ରାଜ୍ୟ। ବିପର୍ଯ୍ୟୟର ୭ଦିନ ପୂର୍ବରୁ ଓଡ଼ିଶାକୁ ଦିଆଯାଇଥିଲା ସୂଚନା। ରାଜ୍ୟସରକାରଙ୍କ ଆଗୁଆ ପଦକ୍ଷେ ଯୋଗୁ ମିଳିଥିଲା ସଫଳତା। ବିପର୍ଯ୍ୟୟ ସମୟରେ ମାତ୍ର ଗୋଟିଏ ଲୋକଙ୍କ ମୃତ୍ୟୁ ହୋଇଥିଲା। ଭୁଲରେ ବ୍ୟକ୍ତି ଜଣକ ମୃତ୍ୟୁବରଣ କରିଥିବା ନେଇ ରାଜ୍ୟସଭାରେ ଉତ୍ତର ରଖିଥିଲେ ଅମିତ ଶାହା।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

31 Jul 2024 By The Sakala

ବିପର୍ଯ୍ଯୟ ମୁକାବିଲା ପାଇଁ ରାଜ୍ୟସଭାରେ ନବୀନଙ୍କୁ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ପ୍ରଶଂସା

ଭୁବନେଶ୍ବର: ନବୀନଙ୍କୁ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ପ୍ରଶଂସା । ବିପର୍ଯ୍ଯୟ ମୁକାବିଲାରେ ନବୀନଙ୍କ ନୀତିକୁ ରାଜ୍ଯସଭାରେ ପ୍ରଶଂସା କରିଛନ୍ତି ଅମିତ ଶାହ । ୱାଏନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ବିବୃତ୍ତିରେ ନବୀନଙ୍କୁ ପ୍ରଶଂସା କରିଛନ୍ତି। ବିପର୍ଯ୍ଯୟର ୭ ଦିନ ପୂର୍ବରୁ ଓଡ଼ିଶାକୁ ଦିଆଯାଇଥିଲା ସୂଚନା । ରାଜ୍ଯ ସରକାରଙ୍କ ଆଗୁଆ ପଦକ୍ଷେପ ଯୋଗୁ ମିଳିଥିଲା ସଫଳତା । ମାତ୍ର ଗୋଟିଏ ଲୋକର ମୃତ୍ଯୁ ହୋଇଥିଲା । ଭୁଲରେ ବ୍ଯକ୍ତିଜଣଙ୍କ ମୃତ୍ଯୁବରଣ କରିଥିଲେ।  ସଂସଦରେ ନବୀନଙ୍କ ଜିରୋ କାଜୁଆଲଟିକୁ ଶାହଙ୍କ ପ୍ରଶଂସା କରଛନ୍ତି ଅମିତ ଶାହ ।

ୱାଏନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ବିରୋଧୀ ଦଳ ଆଗୁଆ ସୂଚନା ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। ବିରୋଧୀଙ୍କୁ କଟାକ୍ଷ କରିବାକୁ ଯାଇ ଉକ୍ତ ପ୍ରସଙ୍ଗରେ ନବୀନଙ୍କ ବିପର୍ଯ୍ୟୟ ନୀତିକୁ ଅମିତ ଶାହା ରାଜ୍ୟସଭାରେ ପ୍ରଶଂସା କରିଥିଲେ। ପ୍ରାକୃତିକ ବିପର୍ଯ୍ୟୟ କ୍ଷେତ୍ରରେ ଓଡ଼ିଶା ୧ନଂ ରାଜ୍ୟ। ବିପର୍ଯ୍ୟୟର ୭ଦିନ ପୂର୍ବରୁ ଓଡ଼ିଶାକୁ ଦିଆଯାଇଥିଲା ସୂଚନା। ରାଜ୍ୟସରକାରଙ୍କ ଆଗୁଆ ପଦକ୍ଷେ ଯୋଗୁ ମିଳିଥିଲା ସଫଳତା। ବିପର୍ଯ୍ୟୟ ସମୟରେ ମାତ୍ର ଗୋଟିଏ ଲୋକଙ୍କ ମୃତ୍ୟୁ ହୋଇଥିଲା। ଭୁଲରେ ବ୍ୟକ୍ତି ଜଣକ ମୃତ୍ୟୁବରଣ କରିଥିବା ନେଇ ରାଜ୍ୟସଭାରେ ଉତ୍ତର ରଖିଥିଲେ ଅମିତ ଶାହା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର