ପୁଣି ଥରେ ବିଗିଡ଼ିଲା ବିଗ୍ ବି’ଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ହେଲେ ଭର୍ତ୍ତି

The Sakala Picture
Published On

ମୁମ୍ବଇ: ଅମିତାଭ ବଚ୍ଚନଙ୍କ ପ୍ରଶଂସକଙ୍କ ପାଇଁ ଦୁଃଖଦ ଖବର ଆସି ପହଞ୍ଚିଛି। ପୁଣି ଥରେ ବିଗ ବି’ଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଛି । ୮୧ ବର୍ଷୀୟ ଅଭିନେତା ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅସୁସ୍ଥ ହୋଇପଡ଼ିଛନ୍ତି। ହଠାତ ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ସ୍ୱାସ୍ଥ୍ୟ ବିଗିଡିଛି। ଏଥିପାଇଁ ତାଙ୍କୁ ସକାଳେ ମୁମ୍ୱାଇର କୋକିଲାବେନ୍ ହସ୍ପିଟାଲେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଅମିତାଭଙ୍କ ଗୋଡରେ ଏଞ୍ଚିଓପ୍ଲାଷ୍ଟି କରାଯାଇଛି । ସାଧାରଣତଃ ଏଞ୍ଚିଓପ୍ଲାଷ୍ଟି ହୃତପିଣ୍ଡରେ ଜମିରହିଥିବା ରକ୍ତକୁ ବିନା ଅସ୍ତ୍ରୋପଚାରରେ ବାହାର କରିବା […]

ମୁମ୍ବଇ: ଅମିତାଭ ବଚ୍ଚନଙ୍କ ପ୍ରଶଂସକଙ୍କ ପାଇଁ ଦୁଃଖଦ ଖବର ଆସି ପହଞ୍ଚିଛି। ପୁଣି ଥରେ ବିଗ ବି’ଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଛି । ୮୧ ବର୍ଷୀୟ ଅଭିନେତା ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅସୁସ୍ଥ ହୋଇପଡ଼ିଛନ୍ତି। ହଠାତ ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ସ୍ୱାସ୍ଥ୍ୟ ବିଗିଡିଛି। ଏଥିପାଇଁ ତାଙ୍କୁ ସକାଳେ ମୁମ୍ୱାଇର କୋକିଲାବେନ୍ ହସ୍ପିଟାଲେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ସୂଚନା ଅନୁଯାୟୀ, ଅମିତାଭଙ୍କ ଗୋଡରେ ଏଞ୍ଚିଓପ୍ଲାଷ୍ଟି କରାଯାଇଛି । ସାଧାରଣତଃ ଏଞ୍ଚିଓପ୍ଲାଷ୍ଟି ହୃତପିଣ୍ଡରେ ଜମିରହିଥିବା ରକ୍ତକୁ ବିନା ଅସ୍ତ୍ରୋପଚାରରେ ବାହାର କରିବା ପାଇଁ ବ୍ୟବହାର କରାଯାଏ । କିନ୍ତୁ ଏଠାରେ ଅମିତାଭଙ୍କ ଗୋଡେରେ ଜମିରହିଥିବା ରକ୍ତ ବାହାର କରିବା ପାଇଁ ସର୍ଜରୀ କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ନେଇ କୌଣସି ସୂଚନା ମିଳିନାହିଁ ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର