ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରୁ ଆମୋନିଆ ଗ୍ୟାସ୍ ଲିକ୍

The Sakala Picture
Published On

ପାରାଦୀପ: ଆମୋନିଆ ଗ୍ୟାସ୍ ଲିକ ଯୋଗୁଁ ତିନି ଜଣ ମହିଳା ଗୁରୁତର ହୋଇଛନ୍ତି । ପାରାଦୀପର ଇଣ୍ଡଷ୍ଟ୍ରିଆଲ ଏରିଆରେ ଥିବା ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରୁ ଆମୋନିଆ ଗ୍ୟାସ ଲିକ୍ ହୋଇ ୩ ମହିଳା ଗୁରୁତର ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ଅଠରବାଙ୍କି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ଫ୍ୟାକ୍ଟ୍ରିରେ ଥିବା ଆମୋନିଆ ଟ୍ୟାଙ୍କରର ଏକ ଭଲବରୁ ଆମୋନିଆ ଲିକ୍ ହୋଇଥିଲା । ଫଳରେ ସେଠାରେ କାମ କରୁଥିବା ୩ ଜଣ ମହିଳା […]

ପାରାଦୀପ: ଆମୋନିଆ ଗ୍ୟାସ୍ ଲିକ ଯୋଗୁଁ ତିନି ଜଣ ମହିଳା ଗୁରୁତର ହୋଇଛନ୍ତି । ପାରାଦୀପର ଇଣ୍ଡଷ୍ଟ୍ରିଆଲ ଏରିଆରେ ଥିବା ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରୁ ଆମୋନିଆ ଗ୍ୟାସ ଲିକ୍ ହୋଇ ୩ ମହିଳା ଗୁରୁତର ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ଅଠରବାଙ୍କି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି ।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

ଫ୍ୟାକ୍ଟ୍ରିରେ ଥିବା ଆମୋନିଆ ଟ୍ୟାଙ୍କରର ଏକ ଭଲବରୁ ଆମୋନିଆ ଲିକ୍ ହୋଇଥିଲା । ଫଳରେ ସେଠାରେ କାମ କରୁଥିବା ୩ ଜଣ ମହିଳା ଏହି ଗ୍ୟାସ ପ୍ରଭାବରେ ବେହୋସ୍ ହୋଇ ପଡ଼ିଥିଲେ । ସଙ୍ଗେ ସଙ୍ଗେ ଉକ୍ତ ଭଲବକୁ ବଦଳାଇ ଦିଆଯାଇଛି । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ ଏକ ଟେକ୍ନିକାଲ ଟିମ୍ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି ।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

23 May 2021 By The Sakala

ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରୁ ଆମୋନିଆ ଗ୍ୟାସ୍ ଲିକ୍

ପାରାଦୀପ: ଆମୋନିଆ ଗ୍ୟାସ୍ ଲିକ ଯୋଗୁଁ ତିନି ଜଣ ମହିଳା ଗୁରୁତର ହୋଇଛନ୍ତି । ପାରାଦୀପର ଇଣ୍ଡଷ୍ଟ୍ରିଆଲ ଏରିଆରେ ଥିବା ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରୁ ଆମୋନିଆ ଗ୍ୟାସ ଲିକ୍ ହୋଇ ୩ ମହିଳା ଗୁରୁତର ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ଅଠରବାଙ୍କି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି ।

ଫ୍ୟାକ୍ଟ୍ରିରେ ଥିବା ଆମୋନିଆ ଟ୍ୟାଙ୍କରର ଏକ ଭଲବରୁ ଆମୋନିଆ ଲିକ୍ ହୋଇଥିଲା । ଫଳରେ ସେଠାରେ କାମ କରୁଥିବା ୩ ଜଣ ମହିଳା ଏହି ଗ୍ୟାସ ପ୍ରଭାବରେ ବେହୋସ୍ ହୋଇ ପଡ଼ିଥିଲେ । ସଙ୍ଗେ ସଙ୍ଗେ ଉକ୍ତ ଭଲବକୁ ବଦଳାଇ ଦିଆଯାଇଛି । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ ଏକ ଟେକ୍ନିକାଲ ଟିମ୍ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର