ଅପରାହ୍ନ ସାଢେ ୩ଟାରେ ନବୀନ ନିବାସରେ ବିଜେଡିର ଗୁରୁତ୍ଵପୂର୍ଣ୍ଣ ବୈଠକ, ବହୁ ବରିଷ୍ଠ ନେତାଙ୍କୁ ଡାକରା

The Sakala Picture
Published On

ଭୁବନେଶ୍ବର : ସାଧାରଣ ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ଖୁବ୍ ଶୀଘ୍ର ମତଦାନ ତାରିଖ ଘୋଷଣା ହେବାକୁ ଥିବା ବେଳେ ରାଜ୍ୟରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଆଜି ଅପରାହ୍ନରେ ଶାସକ ବିଜେଡିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନବୀନ ନିବାସରେ ବସିବ । ଏଥିପାଇଁ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି । ବୈଠକର ଏଜେଣ୍ଡା ନେଇ କୌଣସି ଆନୁଷ୍ଠାନିକ ସୂଚନା ମିଳିନଥିଲେ ମଧ୍ୟ ଆସନ୍ତା ସାଧାରଣ ନିବାର୍ଚନ ସଂକ୍ରାନ୍ତରେ ଆଲୋଚନା ହୋଇପାରେ […]

ଭୁବନେଶ୍ବର : ସାଧାରଣ ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ଖୁବ୍ ଶୀଘ୍ର ମତଦାନ ତାରିଖ ଘୋଷଣା ହେବାକୁ ଥିବା ବେଳେ ରାଜ୍ୟରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଆଜି ଅପରାହ୍ନରେ ଶାସକ ବିଜେଡିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନବୀନ ନିବାସରେ ବସିବ । ଏଥିପାଇଁ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି । ବୈଠକର ଏଜେଣ୍ଡା ନେଇ କୌଣସି ଆନୁଷ୍ଠାନିକ ସୂଚନା ମିଳିନଥିଲେ ମଧ୍ୟ ଆସନ୍ତା ସାଧାରଣ ନିବାର୍ଚନ ସଂକ୍ରାନ୍ତରେ ଆଲୋଚନା ହୋଇପାରେ ବୋଲି ଚର୍ଚ୍ଚା ହେଉଛି।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

06 Mar 2024 By The Sakala

ଅପରାହ୍ନ ସାଢେ ୩ଟାରେ ନବୀନ ନିବାସରେ ବିଜେଡିର ଗୁରୁତ୍ଵପୂର୍ଣ୍ଣ ବୈଠକ, ବହୁ ବରିଷ୍ଠ ନେତାଙ୍କୁ ଡାକରା

ଭୁବନେଶ୍ବର : ସାଧାରଣ ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ଖୁବ୍ ଶୀଘ୍ର ମତଦାନ ତାରିଖ ଘୋଷଣା ହେବାକୁ ଥିବା ବେଳେ ରାଜ୍ୟରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଆଜି ଅପରାହ୍ନରେ ଶାସକ ବିଜେଡିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନବୀନ ନିବାସରେ ବସିବ । ଏଥିପାଇଁ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି । ବୈଠକର ଏଜେଣ୍ଡା ନେଇ କୌଣସି ଆନୁଷ୍ଠାନିକ ସୂଚନା ମିଳିନଥିଲେ ମଧ୍ୟ ଆସନ୍ତା ସାଧାରଣ ନିବାର୍ଚନ ସଂକ୍ରାନ୍ତରେ ଆଲୋଚନା ହୋଇପାରେ ବୋଲି ଚର୍ଚ୍ଚା ହେଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର