ଅନୁଗୁଳ ଗସ୍ତରେ 5T ସଚିବ, ତାଳଚେରରେ ପହଞ୍ଚି ମା’ ହିଙ୍ଗୁଳାଙ୍କୁ ଦର୍ଶନ କରିଛନ୍ତି

The Sakala Picture
Published On

ଅନୁଗୁଳ : ଅନୁଗୁଳ ଜିଲ୍ଲା ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ୍। ତାଳଚେରରେ ପହଞ୍ଚିବା ପରେ ମା’ ହିଙ୍ଗୁଳାଙ୍କୁ ଦର୍ଶନ କରିଛନ୍ତି 5T ସଚିବ। ଏହା ପରେ ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ନିର୍ମାଣାଧୀନ ମନ୍ଦିରର ନସ୍କା ଦେଖିବା ସହ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ହିଙ୍ଗୁଳା ମନ୍ଦିରର ନବକଳେବର ନିମନ୍ତେ ଘୋଷଣା କରିବେ ବୋଲି ସୂଚନା ଦେଇଛନ୍ତି ଫାଇଭ-ଟି ସଚିବ। ମନ୍ଦିରକୁ ଆସୁଥିବା ଭକ୍ତମାନଙ୍କ ପାଇଁ ସମସ୍ତ ସୁବିଧା କରାଯିବ। ଅନ୍ୟ ମନ୍ଦିରଗୁଡ଼ିକର […]

ଅନୁଗୁଳ : ଅନୁଗୁଳ ଜିଲ୍ଲା ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ୍। ତାଳଚେରରେ ପହଞ୍ଚିବା ପରେ ମା’ ହିଙ୍ଗୁଳାଙ୍କୁ ଦର୍ଶନ କରିଛନ୍ତି 5T ସଚିବ। ଏହା ପରେ ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ନିର୍ମାଣାଧୀନ ମନ୍ଦିରର ନସ୍କା ଦେଖିବା ସହ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ହିଙ୍ଗୁଳା ମନ୍ଦିରର ନବକଳେବର ନିମନ୍ତେ ଘୋଷଣା କରିବେ ବୋଲି ସୂଚନା ଦେଇଛନ୍ତି ଫାଇଭ-ଟି ସଚିବ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ମନ୍ଦିରକୁ ଆସୁଥିବା ଭକ୍ତମାନଙ୍କ ପାଇଁ ସମସ୍ତ ସୁବିଧା କରାଯିବ। ଅନ୍ୟ ମନ୍ଦିରଗୁଡ଼ିକର ଉନ୍ନତି ପାଇଁ ଯେଉଁଭଳି ଯୋଜନା ହୋଇଛି, ସେହିଭଳି ଭଲ ଯୋଜନା ମାଆ ହିଙ୍ଗୁଳା ମନ୍ଦିର ପାଇଁ କରାଯିବ। ପରେ ସେଠାରେ ଉପସ୍ଥିତ ଥିବା ଏସଏଚଜି ସଦସ୍ୟା ଓ ସାଧାରଣ ଲୋକଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କଠାରୁ ଦାବିପତ୍ର ଗ୍ରହଣ କରିଥିଲେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ। ଖୁବଶୀଘ୍ର ସବୁ ସମସ୍ୟାର ସମାଧାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

10 Jul 2023 By The Sakala

ଅନୁଗୁଳ ଗସ୍ତରେ 5T ସଚିବ, ତାଳଚେରରେ ପହଞ୍ଚି ମା’ ହିଙ୍ଗୁଳାଙ୍କୁ ଦର୍ଶନ କରିଛନ୍ତି

ଅନୁଗୁଳ : ଅନୁଗୁଳ ଜିଲ୍ଲା ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ୍। ତାଳଚେରରେ ପହଞ୍ଚିବା ପରେ ମା’ ହିଙ୍ଗୁଳାଙ୍କୁ ଦର୍ଶନ କରିଛନ୍ତି 5T ସଚିବ। ଏହା ପରେ ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ନିର୍ମାଣାଧୀନ ମନ୍ଦିରର ନସ୍କା ଦେଖିବା ସହ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ହିଙ୍ଗୁଳା ମନ୍ଦିରର ନବକଳେବର ନିମନ୍ତେ ଘୋଷଣା କରିବେ ବୋଲି ସୂଚନା ଦେଇଛନ୍ତି ଫାଇଭ-ଟି ସଚିବ।

ମନ୍ଦିରକୁ ଆସୁଥିବା ଭକ୍ତମାନଙ୍କ ପାଇଁ ସମସ୍ତ ସୁବିଧା କରାଯିବ। ଅନ୍ୟ ମନ୍ଦିରଗୁଡ଼ିକର ଉନ୍ନତି ପାଇଁ ଯେଉଁଭଳି ଯୋଜନା ହୋଇଛି, ସେହିଭଳି ଭଲ ଯୋଜନା ମାଆ ହିଙ୍ଗୁଳା ମନ୍ଦିର ପାଇଁ କରାଯିବ। ପରେ ସେଠାରେ ଉପସ୍ଥିତ ଥିବା ଏସଏଚଜି ସଦସ୍ୟା ଓ ସାଧାରଣ ଲୋକଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କଠାରୁ ଦାବିପତ୍ର ଗ୍ରହଣ କରିଥିଲେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ। ଖୁବଶୀଘ୍ର ସବୁ ସମସ୍ୟାର ସମାଧାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

https://www.thesakala.in/latest-odisha-news/angul/5t-secretary-vk-pandian-visits-angul/article-23365
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର