ଯୌତୁକ ଦାବିରେ ନବବଧୂକୁ ହତ୍ଯା ଅଭିଯୋଗ, ପୋଲିସର ତଦନ୍ତ ଜାରି

The Sakala Picture
Published On

ଅନୁଗୁଳ: ଯୌତୁକ ଜୁଇରେ ନବବଧୂ । ସାମାନ୍ୟ ଗୋଟିଏ ଏସି ଓ କିଛି ଟଙ୍କା ପାଇଁ ନବ ବିବାହିତା ଝିଅକୁ ମାରିଦେଲେ ଶାଶୁ ଘର ଲୋକ । ଏଭଳି ଅଭିଯୋଗ ଆସିଛି ତାଳଚେର ସାନଜୋରଡ଼ା ଗାଁରୁ । ହତ୍ୟା ଅଭିଯୋଗ ଆଣିଛନ୍ତି ନବବଧୂଙ୍କ ବାପ ଘର ଲୋକ । ସୂଚନା ଅନୁସାରେ, ଦୁଇ ମାସ ତଳେ ଜଗନ୍ନାଥପୂର ଗ୍ରାମର ବିଭୁତି ଭୂଷଣ ବେହେରାଙ୍କ ଝିଅ ଲିଜା ବେହେରା ସାନଜୋରଡା ଗ୍ରାମର ଦୁର୍ଲଭ ସାହୁଙ୍କୁ ବୈଦିକ ରିତିରେ ବିବାହ […]

ଅନୁଗୁଳ: ଯୌତୁକ ଜୁଇରେ ନବବଧୂ । ସାମାନ୍ୟ ଗୋଟିଏ ଏସି ଓ କିଛି ଟଙ୍କା ପାଇଁ ନବ ବିବାହିତା ଝିଅକୁ ମାରିଦେଲେ ଶାଶୁ ଘର ଲୋକ । ଏଭଳି ଅଭିଯୋଗ ଆସିଛି ତାଳଚେର ସାନଜୋରଡ଼ା ଗାଁରୁ । ହତ୍ୟା ଅଭିଯୋଗ ଆଣିଛନ୍ତି ନବବଧୂଙ୍କ ବାପ ଘର ଲୋକ ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

ସୂଚନା ଅନୁସାରେ, ଦୁଇ ମାସ ତଳେ ଜଗନ୍ନାଥପୂର ଗ୍ରାମର ବିଭୁତି ଭୂଷଣ ବେହେରାଙ୍କ ଝିଅ ଲିଜା ବେହେରା ସାନଜୋରଡା ଗ୍ରାମର ଦୁର୍ଲଭ ସାହୁଙ୍କୁ ବୈଦିକ ରିତିରେ ବିବାହ କରିଥିଲେ । ତେବେ ଏହି ଦୁଇ ମାସ ଭିତରେ ନବ ବଧୂକୁ ଯୌତୁକ ବାବଦରେ ଏକ ଏସି ଓ କିଛି ଟଙ୍କା ପାଇଁ ନିର୍ଯ୍ୟାତନା ଦିଆଯାଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ପରେ ଗତକାଲି ଝିଅର ମୃତ୍ୟୁ ଖବର ପାଇବା ପରେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣି ବିକ୍ରମପୁର ଥାନାରେ ପୁଅ ଘର ନାଁରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇବା ପରେ ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିବା ସହ ପରିବାରର କିଛି ଲୋକଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

02 May 2023 By The Sakala

ଯୌତୁକ ଦାବିରେ ନବବଧୂକୁ ହତ୍ଯା ଅଭିଯୋଗ, ପୋଲିସର ତଦନ୍ତ ଜାରି

ଅନୁଗୁଳ: ଯୌତୁକ ଜୁଇରେ ନବବଧୂ । ସାମାନ୍ୟ ଗୋଟିଏ ଏସି ଓ କିଛି ଟଙ୍କା ପାଇଁ ନବ ବିବାହିତା ଝିଅକୁ ମାରିଦେଲେ ଶାଶୁ ଘର ଲୋକ । ଏଭଳି ଅଭିଯୋଗ ଆସିଛି ତାଳଚେର ସାନଜୋରଡ଼ା ଗାଁରୁ । ହତ୍ୟା ଅଭିଯୋଗ ଆଣିଛନ୍ତି ନବବଧୂଙ୍କ ବାପ ଘର ଲୋକ ।

ସୂଚନା ଅନୁସାରେ, ଦୁଇ ମାସ ତଳେ ଜଗନ୍ନାଥପୂର ଗ୍ରାମର ବିଭୁତି ଭୂଷଣ ବେହେରାଙ୍କ ଝିଅ ଲିଜା ବେହେରା ସାନଜୋରଡା ଗ୍ରାମର ଦୁର୍ଲଭ ସାହୁଙ୍କୁ ବୈଦିକ ରିତିରେ ବିବାହ କରିଥିଲେ । ତେବେ ଏହି ଦୁଇ ମାସ ଭିତରେ ନବ ବଧୂକୁ ଯୌତୁକ ବାବଦରେ ଏକ ଏସି ଓ କିଛି ଟଙ୍କା ପାଇଁ ନିର୍ଯ୍ୟାତନା ଦିଆଯାଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ପରେ ଗତକାଲି ଝିଅର ମୃତ୍ୟୁ ଖବର ପାଇବା ପରେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣି ବିକ୍ରମପୁର ଥାନାରେ ପୁଅ ଘର ନାଁରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇବା ପରେ ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିବା ସହ ପରିବାରର କିଛି ଲୋକଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର