ଶିକାରୀ ଫାସରେ ଫସିଲା କଲରାପତରିଆ ବାଘ, ୮ଘଣ୍ଟା ପରେ ଉଦ୍ଧାର କଲା ବନ ବିଭାଗ

The Sakala Picture
Published On

ଅନୁଗୁଳ: ସାତକୋଶିଆ ଅଭୟାରଣ୍ୟରେ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡିଛନ୍ତି। ଗତ ସପ୍ତାହରେ ପମ୍ପାସର ବନାଞ୍ଚଳରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା ବେଳେ ଆଜି ଶିକାରୀ ଫାସରେ ଏକ କଲରାପତରିଆ ବାଘ ପଡିଛି। ସୂଚନା ଅନୁଯାୟୀ, ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ବନାଞ୍ଚଳ ଗୋପାଳପୁର ଗ୍ରାମ ନିକଟରେ ଆଜି ସକାଳେ ଏକ କଲରାପତରିଆ ବାଘ ଶିକାରୀଙ୍କ ଫାସରେ ପଡିଥିବା ବନ ବିଭାଗର କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ଏହି ଖବର ପାଇବା ପରେ ସାତକୋଶିଆ ଅଭୟାରଣ୍ୟର ଡିଏଫଓ ଡ଼ ସରୋଜ ପଣ୍ଡା, […]

ଅନୁଗୁଳ: ସାତକୋଶିଆ ଅଭୟାରଣ୍ୟରେ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡିଛନ୍ତି। ଗତ ସପ୍ତାହରେ ପମ୍ପାସର ବନାଞ୍ଚଳରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା ବେଳେ ଆଜି ଶିକାରୀ ଫାସରେ ଏକ କଲରାପତରିଆ ବାଘ ପଡିଛି।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ସୂଚନା ଅନୁଯାୟୀ, ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ବନାଞ୍ଚଳ ଗୋପାଳପୁର ଗ୍ରାମ ନିକଟରେ ଆଜି ସକାଳେ ଏକ କଲରାପତରିଆ ବାଘ ଶିକାରୀଙ୍କ ଫାସରେ ପଡିଥିବା ବନ ବିଭାଗର କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ଏହି ଖବର ପାଇବା ପରେ ସାତକୋଶିଆ ଅଭୟାରଣ୍ୟର ଡିଏଫଓ ଡ଼ ସରୋଜ ପଣ୍ଡା, ଏସିଏଫଓ ଶୁଭେନ୍ଦୁ ବେହେରା ପ୍ରମୁଖ ପହଞ୍ଚିଥିଲେ। ଗୋପାଳପୁର ଗାଁ ନିକଟ ନାଳର ଏକ ବୁଦା ପାଖରେ ବାଘଟି ଫସି ରହିଥିଲା । ତାର ଗୋଡ଼ରେ ଲାଗିଥିବା ଫାସ ବୁଦାରେ ଅଟକି ରହିଥିବାରୁ ବାଘଟି ସେଠାରେ ପଡି ଗର୍ଜନ କରୁଥିବା ଦେଖିବାକୁ ମିଳିଥିଲା। ତାକୁ ଉଦ୍ଧାର କରିବା ପାଇଁ ସାତକୋଶିଆର ବନ୍ୟପ୍ରାଣୀ ଡାକ୍ତର କିଶୋର ସାହୁଙ୍କୁ ଡକାଯାଇଥିଲା। ତେବେ ବାଘ ଥିବା ସ୍ଥାନଟି ଜନବସତି ପାଖରେ ରହିଥିବାରୁ ସୁରକ୍ଷା ଦୃଷ୍ଟିରୁ ସେଠାରେ ଜାଲ ବିଛାଯାଇଥିଲା । ଦିନ ପ୍ରାୟ ସାଢ଼େ ଗୋଟାଏ ବେଳେ ଡ଼ଃ କିଶୋର ସାହୁ ବାଘକୁ ଟ୍ରାଙ୍କୁଲାଇଜ କରିଥିଲେ। ତାକୁ ସେଠାରୁ ଯନ୍ତାରେ ଭର୍ତ୍ତି କରି କୋର ଏରିଆକୁ ବନ ବିଭାଗ ନେଇଛି। ସେଠାରେ ତାକୁ ଛାଡି ଦିଆଯିବ ବୋଲି ଡିଏଫଓ ପ୍ରକାଶ କରିଛନ୍ତି। ଏହି ଅଣ୍ଡିରା ବାଘର ବୟସ ପ୍ରାୟ ୩ବର୍ଷ ହେବ। ତାର ଓଜନ ୨୮କିଲୋ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ସାତକୋଶିଆ ଏବେ ବନ୍ୟଜନ୍ତୁ ଶିକାରୀଙ୍କ ଭୂସ୍ବର୍ଗ ପାଲଟିଛି। ବନ ବିଭାଗର ଅପାରଗତା ତଥା ଉଚିତ ପାଟ୍ରୋଲିଂ ଅଭାବରୁ ଶିକାରୀମାନେ ସକ୍ରିୟ ହୋଇଉଠିଛନ୍ତି। ଫଳରେ ବନ୍ୟଜନ୍ତୁଙ୍କ ପ୍ରତି ବିପଦ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ବ୍ୟାଙ୍କ୍‌କୁ ଜମା ପାଇଁ ଗଲା ବେଳେ ୨ଟି ବାଇକ୍‌ରେ ଆସି ୨ ଲକ୍ଷ ଝାମ୍ପିନେଲେ ଲୁଟେରା

20 Jun 2022 By The Sakala

ଶିକାରୀ ଫାସରେ ଫସିଲା କଲରାପତରିଆ ବାଘ, ୮ଘଣ୍ଟା ପରେ ଉଦ୍ଧାର କଲା ବନ ବିଭାଗ

ଅନୁଗୁଳ: ସାତକୋଶିଆ ଅଭୟାରଣ୍ୟରେ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡିଛନ୍ତି। ଗତ ସପ୍ତାହରେ ପମ୍ପାସର ବନାଞ୍ଚଳରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା ବେଳେ ଆଜି ଶିକାରୀ ଫାସରେ ଏକ କଲରାପତରିଆ ବାଘ ପଡିଛି।

ସୂଚନା ଅନୁଯାୟୀ, ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ବନାଞ୍ଚଳ ଗୋପାଳପୁର ଗ୍ରାମ ନିକଟରେ ଆଜି ସକାଳେ ଏକ କଲରାପତରିଆ ବାଘ ଶିକାରୀଙ୍କ ଫାସରେ ପଡିଥିବା ବନ ବିଭାଗର କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ଏହି ଖବର ପାଇବା ପରେ ସାତକୋଶିଆ ଅଭୟାରଣ୍ୟର ଡିଏଫଓ ଡ଼ ସରୋଜ ପଣ୍ଡା, ଏସିଏଫଓ ଶୁଭେନ୍ଦୁ ବେହେରା ପ୍ରମୁଖ ପହଞ୍ଚିଥିଲେ। ଗୋପାଳପୁର ଗାଁ ନିକଟ ନାଳର ଏକ ବୁଦା ପାଖରେ ବାଘଟି ଫସି ରହିଥିଲା । ତାର ଗୋଡ଼ରେ ଲାଗିଥିବା ଫାସ ବୁଦାରେ ଅଟକି ରହିଥିବାରୁ ବାଘଟି ସେଠାରେ ପଡି ଗର୍ଜନ କରୁଥିବା ଦେଖିବାକୁ ମିଳିଥିଲା। ତାକୁ ଉଦ୍ଧାର କରିବା ପାଇଁ ସାତକୋଶିଆର ବନ୍ୟପ୍ରାଣୀ ଡାକ୍ତର କିଶୋର ସାହୁଙ୍କୁ ଡକାଯାଇଥିଲା। ତେବେ ବାଘ ଥିବା ସ୍ଥାନଟି ଜନବସତି ପାଖରେ ରହିଥିବାରୁ ସୁରକ୍ଷା ଦୃଷ୍ଟିରୁ ସେଠାରେ ଜାଲ ବିଛାଯାଇଥିଲା । ଦିନ ପ୍ରାୟ ସାଢ଼େ ଗୋଟାଏ ବେଳେ ଡ଼ଃ କିଶୋର ସାହୁ ବାଘକୁ ଟ୍ରାଙ୍କୁଲାଇଜ କରିଥିଲେ। ତାକୁ ସେଠାରୁ ଯନ୍ତାରେ ଭର୍ତ୍ତି କରି କୋର ଏରିଆକୁ ବନ ବିଭାଗ ନେଇଛି। ସେଠାରେ ତାକୁ ଛାଡି ଦିଆଯିବ ବୋଲି ଡିଏଫଓ ପ୍ରକାଶ କରିଛନ୍ତି। ଏହି ଅଣ୍ଡିରା ବାଘର ବୟସ ପ୍ରାୟ ୩ବର୍ଷ ହେବ। ତାର ଓଜନ ୨୮କିଲୋ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ସାତକୋଶିଆ ଏବେ ବନ୍ୟଜନ୍ତୁ ଶିକାରୀଙ୍କ ଭୂସ୍ବର୍ଗ ପାଲଟିଛି। ବନ ବିଭାଗର ଅପାରଗତା ତଥା ଉଚିତ ପାଟ୍ରୋଲିଂ ଅଭାବରୁ ଶିକାରୀମାନେ ସକ୍ରିୟ ହୋଇଉଠିଛନ୍ତି। ଫଳରେ ବନ୍ୟଜନ୍ତୁଙ୍କ ପ୍ରତି ବିପଦ ସୃଷ୍ଟି ହୋଇଛି।

https://www.thesakala.in/latest-odisha-news/angul/leopard-was-rescued-by-the-forest-department-8-hours-later/article-12633
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର