ନିର୍ମାଣଧିନ ଘର ଆଗରେ ପଡିଥିବା ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

The Sakala Picture
Published On

ଅନୁଗୁଳ: ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର। ଅନୁଗୁଳ ଜିଲ୍ଲା ଛେଳିଆପଡା ଗାଁରେ ନିର୍ମାଣଧିନ ଏକ ଘର ଆଗରେ ପଡିଥିବା ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ କାଙ୍ଗୁଲା ଗାଁର ସଂଗ୍ରାମ ବେହେରା। ହତ୍ୟା ଅଭିଯୋଗ କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଲୋକେ ରାସ୍ତାରୋକ କରିଛନ୍ତି। ସୂଚନା ଅନୁସାରେ, ଘର ଲୋକଙ୍କ କହିବା କଥା ଗତକାଲି ତାଙ୍କ ଘର ନିର୍ମାଣ କାମ ଚାଲିଥିବା ବେଳେ ସଂଗ୍ରାମ ମିସ୍ତ୍ରୀ […]

ଅନୁଗୁଳ: ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର। ଅନୁଗୁଳ ଜିଲ୍ଲା ଛେଳିଆପଡା ଗାଁରେ ନିର୍ମାଣଧିନ ଏକ ଘର ଆଗରେ ପଡିଥିବା ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ କାଙ୍ଗୁଲା ଗାଁର ସଂଗ୍ରାମ ବେହେରା। ହତ୍ୟା ଅଭିଯୋଗ କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଲୋକେ ରାସ୍ତାରୋକ କରିଛନ୍ତି।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

ସୂଚନା ଅନୁସାରେ, ଘର ଲୋକଙ୍କ କହିବା କଥା ଗତକାଲି ତାଙ୍କ ଘର ନିର୍ମାଣ କାମ ଚାଲିଥିବା ବେଳେ ସଂଗ୍ରାମ ମିସ୍ତ୍ରୀ ଓ ଲେବରଙ୍କ ଖାଇବା ପିଇବା କଥା ବୁଝିସାରି ମଣ୍ଡପରେ ଶୋଇବାକୁ କହି ଘରୁ ବାହାରି ଆସିଥିଲା। ହେଲେ ଆଜି ସକାଳୁ ତାଙ୍କ ମୃତଦେହ ମିଳିଥିଲା। ତାଙ୍କୁ କେହି ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ। ଏହାକୁ ନେଇ ଅନୁଗୁଳ ଆଠଗଡ଼ ରାସ୍ତା ଅବରୋଧ କରିଛନ୍ତି ଲୋକ। ସଠିକ ତଦନ୍ତ କରି ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଆନ୍ଦୋଳନକାରୀ।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

16 Sep 2023 By The Sakala

ନିର୍ମାଣଧିନ ଘର ଆଗରେ ପଡିଥିବା ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଅନୁଗୁଳ: ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର। ଅନୁଗୁଳ ଜିଲ୍ଲା ଛେଳିଆପଡା ଗାଁରେ ନିର୍ମାଣଧିନ ଏକ ଘର ଆଗରେ ପଡିଥିବା ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ କାଙ୍ଗୁଲା ଗାଁର ସଂଗ୍ରାମ ବେହେରା। ହତ୍ୟା ଅଭିଯୋଗ କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଲୋକେ ରାସ୍ତାରୋକ କରିଛନ୍ତି।

ସୂଚନା ଅନୁସାରେ, ଘର ଲୋକଙ୍କ କହିବା କଥା ଗତକାଲି ତାଙ୍କ ଘର ନିର୍ମାଣ କାମ ଚାଲିଥିବା ବେଳେ ସଂଗ୍ରାମ ମିସ୍ତ୍ରୀ ଓ ଲେବରଙ୍କ ଖାଇବା ପିଇବା କଥା ବୁଝିସାରି ମଣ୍ଡପରେ ଶୋଇବାକୁ କହି ଘରୁ ବାହାରି ଆସିଥିଲା। ହେଲେ ଆଜି ସକାଳୁ ତାଙ୍କ ମୃତଦେହ ମିଳିଥିଲା। ତାଙ୍କୁ କେହି ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ। ଏହାକୁ ନେଇ ଅନୁଗୁଳ ଆଠଗଡ଼ ରାସ୍ତା ଅବରୋଧ କରିଛନ୍ତି ଲୋକ। ସଠିକ ତଦନ୍ତ କରି ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଆନ୍ଦୋଳନକାରୀ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର