ପାରିବାରିକ କଳହର କରୁଣ ପରିଣତି, ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ଯୁ

The Sakala Picture
Published On

ତାଳଚେର: ଘରୋଇ କଳିର କରୁଣ ପରିଣତି । ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ ।ତାଳଚେର ବଙ୍ଗାଲିତଇଲା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ପାରିବାରିକ କଳହ ଯୋଗୁଁ ସ୍ୱାମୀ ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିଛି । ଶୁକ୍ରବାର ସକାଳେ ଗାଁର ଜୀବନ ବେହେରା ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଝଗଡ଼ା ହେଇଥିଲା । ପାରିବାରିକ ସମସ୍ୟାକୁ ନେଇ ଝଗଡା ବଢିବାରେ ଲାଗିଥିଲା । ଝଗଡା ବେଳେ ଉତକ୍ଷିପ୍ତ ହୋଇ ଜୀବନ ଏକ ଟାଙ୍ଗିଆରେ ତାଙ୍କ […]

ତାଳଚେର: ଘରୋଇ କଳିର କରୁଣ ପରିଣତି । ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ ।ତାଳଚେର ବଙ୍ଗାଲିତଇଲା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ପାରିବାରିକ କଳହ ଯୋଗୁଁ ସ୍ୱାମୀ ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିଛି । ଶୁକ୍ରବାର ସକାଳେ ଗାଁର ଜୀବନ ବେହେରା ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଝଗଡ଼ା ହେଇଥିଲା । ପାରିବାରିକ ସମସ୍ୟାକୁ ନେଇ ଝଗଡା ବଢିବାରେ ଲାଗିଥିଲା ।

ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

ଝଗଡା ବେଳେ ଉତକ୍ଷିପ୍ତ ହୋଇ ଜୀବନ ଏକ ଟାଙ୍ଗିଆରେ ତାଙ୍କ ସ୍ତ୍ରୀ ଉପରେ ଚୋଟ ପକାଇଥିଲେ। ଟାଙ୍ଗିଆ ଚୋଟରେ ଘଟଣା ସ୍ଥଳରେ ହିଁ ହୀନଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ତାଳଚେର ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା । ହତ୍ୟାକାରୀ ସ୍ୱାମୀ ଜୀବନକୁ ପୁଲିସ ଅଟକ ରଖିବା ସହ ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରଛି । ଘଟଣା ନେଇ ପୁଲିସ ତଦନ୍ତ ଜାରି ରଖିଛି ।

04 Jun 2021 By The Sakala

ପାରିବାରିକ କଳହର କରୁଣ ପରିଣତି, ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ଯୁ

ତାଳଚେର: ଘରୋଇ କଳିର କରୁଣ ପରିଣତି । ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ ।ତାଳଚେର ବଙ୍ଗାଲିତଇଲା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ପାରିବାରିକ କଳହ ଯୋଗୁଁ ସ୍ୱାମୀ ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିଛି । ଶୁକ୍ରବାର ସକାଳେ ଗାଁର ଜୀବନ ବେହେରା ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଝଗଡ଼ା ହେଇଥିଲା । ପାରିବାରିକ ସମସ୍ୟାକୁ ନେଇ ଝଗଡା ବଢିବାରେ ଲାଗିଥିଲା ।

ଝଗଡା ବେଳେ ଉତକ୍ଷିପ୍ତ ହୋଇ ଜୀବନ ଏକ ଟାଙ୍ଗିଆରେ ତାଙ୍କ ସ୍ତ୍ରୀ ଉପରେ ଚୋଟ ପକାଇଥିଲେ। ଟାଙ୍ଗିଆ ଚୋଟରେ ଘଟଣା ସ୍ଥଳରେ ହିଁ ହୀନଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ତାଳଚେର ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା । ହତ୍ୟାକାରୀ ସ୍ୱାମୀ ଜୀବନକୁ ପୁଲିସ ଅଟକ ରଖିବା ସହ ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରଛି । ଘଟଣା ନେଇ ପୁଲିସ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର