ପ୍ରେମିକା ଘରେ ପ୍ରେମିକର ଆତ୍ମହତ୍ୟା !

The Sakala Picture
Published On

ଅନୁଗୁଳ: ଅନୁଗୁଳ ଜିଲ୍ଲା ଖମାର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ପ୍ରେମିକା ଘରେ ପ୍ରେମିକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୁଜିତ ବେହେରା ନାମକ ଯୁବକ ପ୍ରେମିକା ଘରକୁ ଯାଇ ପ୍ରେମ ନିବେଦନ କରି ବିଫଳ ହେବା ପରେ ଧାରୁଆ ଅସ୍ତ୍ରରେ ନିଜ ହାତ କାଟିଦେଇଥିଲା । ଗୁରୁତର ଅବସ୍ଥାରେ ପ୍ରେମିକ ସୁଜିତକୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସୁଜିତକୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

07 Feb 2024 By The Sakala

ପ୍ରେମିକା ଘରେ ପ୍ରେମିକର ଆତ୍ମହତ୍ୟା !

ଅନୁଗୁଳ: ଅନୁଗୁଳ ଜିଲ୍ଲା ଖମାର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ପ୍ରେମିକା ଘରେ ପ୍ରେମିକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୁଜିତ ବେହେରା ନାମକ ଯୁବକ ପ୍ରେମିକା ଘରକୁ ଯାଇ ପ୍ରେମ ନିବେଦନ କରି ବିଫଳ ହେବା ପରେ ଧାରୁଆ ଅସ୍ତ୍ରରେ ନିଜ ହାତ କାଟିଦେଇଥିଲା । ଗୁରୁତର ଅବସ୍ଥାରେ ପ୍ରେମିକ ସୁଜିତକୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସୁଜିତକୁ ମୃତ ଘୋଷଣା କରିଥିଲେ।

https://www.thesakala.in/latest-odisha-news/angul/boyfriend-committed-suicide-at-girlfriends-house/article-29732
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର