ପୋଖରୀରେ ବୁଡି ଦୁଇ ନାବାଳିକାଙ୍କ ମୃତ୍ୟୁ

The Sakala Picture
Published On

ଆଠମଲ୍ଲିକ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଠାକୁରଗଡ଼ ଥାନା ଅନ୍ତର୍ଗତ କନ୍ତପଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ବୁଡି ଦୁଇ ନାବାଳିକାଙ୍କ ମୃତ୍ୟୁ ଘଟିଛି । ଗ୍ରାମର କୁରୁମଛକ ନିକଟରେ ଥିବା ଏକ ଛୋଟ ପୋଖରୀକୁ ଗାଁର ଦୁଇ ନାବାଳିକା ଗାଧୋଇବାକୁ ଯାଇଥିଲେ । ପରେ ଘରକୁ ନ ଫେରିବାରୁ ଲୋକ ଖୋଜାଖୋଜି କରିଥିଲେ । ଗାଁ ପୋଖରୀରୁ ଗ୍ରାମବାସୀ ଉଭୟଙ୍କ ମୃତଦେହ ଉଦ୍ଧାର କରିଛନ୍ତି । ଖବର ପାଇ ଠାକୁରଗଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି […]

ଆଠମଲ୍ଲିକ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଠାକୁରଗଡ଼ ଥାନା ଅନ୍ତର୍ଗତ କନ୍ତପଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ବୁଡି ଦୁଇ ନାବାଳିକାଙ୍କ ମୃତ୍ୟୁ ଘଟିଛି । ଗ୍ରାମର କୁରୁମଛକ ନିକଟରେ ଥିବା ଏକ ଛୋଟ ପୋଖରୀକୁ ଗାଁର ଦୁଇ ନାବାଳିକା ଗାଧୋଇବାକୁ ଯାଇଥିଲେ । ପରେ ଘରକୁ ନ ଫେରିବାରୁ ଲୋକ ଖୋଜାଖୋଜି କରିଥିଲେ । ଗାଁ ପୋଖରୀରୁ ଗ୍ରାମବାସୀ ଉଭୟଙ୍କ ମୃତଦେହ ଉଦ୍ଧାର କରିଛନ୍ତି । ଖବର ପାଇ ଠାକୁରଗଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବାସହ ବ୍ୟବଚ୍ଛେଦ ପାଇଁ ଆଠମଲ୍ଲିକ ଡାକ୍ତରଖାନାକୁ ପଠାଇଛି।

07 Oct 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର