ଆଜି ଅନୁଗୁଳ ଜିଲ୍ଲା ଗସ୍ତରେ ଯାଇ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଅନୁଗୁଳ: ଆଜି ଅନୁଗୁଳରେ ଲେଖାହେବ ବିକାଶର ନୂଆ ଅଧ୍ୟାୟ । ଜିଲ୍ଲା ଗସ୍ତରେ ଯାଇ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମିଶନ ଶକ୍ତି ମହିଳାଙ୍କୁ ଭେଟିବା ସହ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ କରିବେ । ବହୁ ପ୍ରତିକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର […]

ଅନୁଗୁଳ: ଆଜି ଅନୁଗୁଳରେ ଲେଖାହେବ ବିକାଶର ନୂଆ ଅଧ୍ୟାୟ । ଜିଲ୍ଲା ଗସ୍ତରେ ଯାଇ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମିଶନ ଶକ୍ତି ମହିଳାଙ୍କୁ ଭେଟିବା ସହ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ କରିବେ । ବହୁ ପ୍ରତିକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହେବ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଆଗକୁ ନୂଆବର୍ଷ ଆସୁଥିବାରୁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ନବୀନଙ୍କ ଗସ୍ତ ପାଇଁ ଅନୁଗୋଳ ଷ୍ଟାଡିୟମରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଛେଣ୍ଡିପଦା ବ୍ଲକ୍ ନତଡ଼ା ରେଲୱେ କ୍ରସିଂଠାରେ ଆଉ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଯୋଗଦେବେ । ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି ।

29 Dec 2022 By The Sakala

ଆଜି ଅନୁଗୁଳ ଜିଲ୍ଲା ଗସ୍ତରେ ଯାଇ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଅନୁଗୁଳ: ଆଜି ଅନୁଗୁଳରେ ଲେଖାହେବ ବିକାଶର ନୂଆ ଅଧ୍ୟାୟ । ଜିଲ୍ଲା ଗସ୍ତରେ ଯାଇ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମିଶନ ଶକ୍ତି ମହିଳାଙ୍କୁ ଭେଟିବା ସହ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ କରିବେ । ବହୁ ପ୍ରତିକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହେବ ।

ଆଗକୁ ନୂଆବର୍ଷ ଆସୁଥିବାରୁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ନବୀନଙ୍କ ଗସ୍ତ ପାଇଁ ଅନୁଗୋଳ ଷ୍ଟାଡିୟମରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଛେଣ୍ଡିପଦା ବ୍ଲକ୍ ନତଡ଼ା ରେଲୱେ କ୍ରସିଂଠାରେ ଆଉ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଯୋଗଦେବେ । ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର