ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ  ୧୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ 

The Sakala Picture
Published On

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ   ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ ଜୁଲାଇ ମାସରେ ଅନୁମୋଦନ ଦେଇଥିଲେ । ଏହାସହିତ ଆଜି ଏହି ନୂତନ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀ  ଅନୁମୋଦନ କରିଛନ୍ତି ।   ଏହି […]

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି ।
ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ   ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ ଜୁଲାଇ ମାସରେ ଅନୁମୋଦନ ଦେଇଥିଲେ । ଏହାସହିତ ଆଜି ଏହି ନୂତନ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀ  ଅନୁମୋଦନ କରିଛନ୍ତି ।   ଏହି ପଦବୀ ଗୁଡିକ ହେଲା – ଗୋଟିଏ ଷ୍ଟେସନ ଅଫିସର, ଦୁଇଟି Leading Fireman, ଗୋଟିଏ ଡ୍ରାଇଭର-ହାବିଲଦାର, ଗୋଟିଏ ଫାୟାରମ୍ୟାନ ଡ୍ରାଇଭର ଏବଂ ୧୦ଟି ଫାୟାରମ୍ୟାନ ପଦବୀ  । ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ ହୋଇ ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
24 Aug 2023 By The Sakala

ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ  ୧୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ 

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି ।
ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ   ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ ଜୁଲାଇ ମାସରେ ଅନୁମୋଦନ ଦେଇଥିଲେ । ଏହାସହିତ ଆଜି ଏହି ନୂତନ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀ  ଅନୁମୋଦନ କରିଛନ୍ତି ।   ଏହି ପଦବୀ ଗୁଡିକ ହେଲା – ଗୋଟିଏ ଷ୍ଟେସନ ଅଫିସର, ଦୁଇଟି Leading Fireman, ଗୋଟିଏ ଡ୍ରାଇଭର-ହାବିଲଦାର, ଗୋଟିଏ ଫାୟାରମ୍ୟାନ ଡ୍ରାଇଭର ଏବଂ ୧୦ଟି ଫାୟାରମ୍ୟାନ ପଦବୀ  । ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ ହୋଇ ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର