ଡ୍ରେସ ଶୋ’ ରୁମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ

ଅନୁଗୁଳ: ଅନୁଗୁଳ ବଜାରଛକ ସ୍ଥିତ ଏକ ଡ୍ରେସ ଶୋ’ ରୁମରେ ଆଜି ନିଆଁ ଲାଗି ଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରହିଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡିନଥିଲେ ମଧ୍ୟ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ନିଆଁ ଲାଗିବା ମାତ୍ରେ ଶୋ’ ରୁମରେ ଥିବା କର୍ମଚାରୀ ମାନେ ଭୟରେ ବାହାରକୁ ଚାଲି ଆସିଥିଲେ। ଫଳରେ କେହି ମୃତାହତ ହୋଇ ନ ଥିବା ବେଳେ ଲକ୍ଷାଧିକ ଟଙ୍କାର […]

ଅନୁଗୁଳ: ଅନୁଗୁଳ ବଜାରଛକ ସ୍ଥିତ ଏକ ଡ୍ରେସ ଶୋ’ ରୁମରେ ଆଜି ନିଆଁ ଲାଗି ଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରହିଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡିନଥିଲେ ମଧ୍ୟ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ନିଆଁ ଲାଗିବା ମାତ୍ରେ ଶୋ’ ରୁମରେ ଥିବା କର୍ମଚାରୀ ମାନେ ଭୟରେ ବାହାରକୁ ଚାଲି ଆସିଥିଲେ। ଫଳରେ କେହି ମୃତାହତ ହୋଇ ନ ଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ଯାଇଥିବା ଜଣାଯାଇଛି।

About The Author: The Sakala