ଅନୁଗୁଳ ବିକାଶର ନୂଆ ଅଧ୍ୟାୟ, ୧୮୦୫ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ନବୀନ

The Sakala Picture
Published On

ଅନୁଗୁଳ: ଅନୁଗୁଳ ବିକାଶର ନୂଆ ଅଧ୍ୟାୟ । ଅନୁଗୁଳ ସେବା ଓ ସଂଗ୍ରାମର ମାଟି । ନବ କୃଷ୍ଣ ଚୌଧୁରୀ ଓ ମାଳତୀ ଚୌଧୁରୀଙ୍କ ସେବା ମାଟିକୁ ଧନ୍ୟ କରିଛି । ୧୮୦୫ କୋଟି ଟଙ୍କାର ୧୫୪୧ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ୭ ହଜାର ୪ଶହ ମହିଳା ସୟଂ ସହାୟକ ଗୋଷ୍ଠୀର ୭୫ ହଜାର ସ୍ବାବଲମ୍ବୀ ମହିଳାଙ୍କୁ ୨୪୨ କୋଟି ଟଙ୍କାର ଋଣ ଏବଂ ପ୍ରୋତ୍ସାହନ ରାଶି ପ୍ରଦାନ […]

ଅନୁଗୁଳ: ଅନୁଗୁଳ ବିକାଶର ନୂଆ ଅଧ୍ୟାୟ । ଅନୁଗୁଳ ସେବା ଓ ସଂଗ୍ରାମର ମାଟି । ନବ କୃଷ୍ଣ ଚୌଧୁରୀ ଓ ମାଳତୀ ଚୌଧୁରୀଙ୍କ ସେବା ମାଟିକୁ ଧନ୍ୟ କରିଛି । ୧୮୦୫ କୋଟି ଟଙ୍କାର ୧୫୪୧ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ୭ ହଜାର ୪ଶହ ମହିଳା ସୟଂ ସହାୟକ ଗୋଷ୍ଠୀର ୭୫ ହଜାର ସ୍ବାବଲମ୍ବୀ ମହିଳାଙ୍କୁ ୨୪୨ କୋଟି ଟଙ୍କାର ଋଣ ଏବଂ ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଜିଲ୍ଲା ଗସ୍ତରେ ଆସି ନୂଆବର୍ଷ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ବହୁ ପ୍ରତୀକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହୋଇଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

29 Dec 2022 By The Sakala

ଅନୁଗୁଳ ବିକାଶର ନୂଆ ଅଧ୍ୟାୟ, ୧୮୦୫ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ନବୀନ

ଅନୁଗୁଳ: ଅନୁଗୁଳ ବିକାଶର ନୂଆ ଅଧ୍ୟାୟ । ଅନୁଗୁଳ ସେବା ଓ ସଂଗ୍ରାମର ମାଟି । ନବ କୃଷ୍ଣ ଚୌଧୁରୀ ଓ ମାଳତୀ ଚୌଧୁରୀଙ୍କ ସେବା ମାଟିକୁ ଧନ୍ୟ କରିଛି । ୧୮୦୫ କୋଟି ଟଙ୍କାର ୧୫୪୧ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ୭ ହଜାର ୪ଶହ ମହିଳା ସୟଂ ସହାୟକ ଗୋଷ୍ଠୀର ୭୫ ହଜାର ସ୍ବାବଲମ୍ବୀ ମହିଳାଙ୍କୁ ୨୪୨ କୋଟି ଟଙ୍କାର ଋଣ ଏବଂ ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଜିଲ୍ଲା ଗସ୍ତରେ ଆସି ନୂଆବର୍ଷ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ବହୁ ପ୍ରତୀକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହୋଇଛି ।

https://www.thesakala.in/latest-odisha-news/angul/naveen-inaugurated-the-new-chapter-of-angul-development-a-project-worth-1805-crores/article-17731
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର