ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ଆକ୍ରମଣ କଲା ହାତୀ, ଚାଲିଗଲା ବୃଦ୍ଧଙ୍କ ଜୀବନ

The Sakala Picture
Published On

ଅନୁଗୋଳ: ଅନୁଗୋଳ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ବନ୍ତଳା ରେଞ୍ଜ କନ୍ତମେଘ ଗାଁରେ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ସେହି ଗାଁର ରମେଶ ଦେହୁରୀ । ସୂଚନା ଅନୁସାରେ ରମେଶ ଆଜି ଭୋର ସମୟରେ ଗାଁ ମୁଣ୍ଡ ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ତେବେ ସେଠାରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା । ଫଳରେ ଘଟଣା […]

ଅନୁଗୋଳ: ଅନୁଗୋଳ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ବନ୍ତଳା ରେଞ୍ଜ କନ୍ତମେଘ ଗାଁରେ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ସେହି ଗାଁର ରମେଶ ଦେହୁରୀ । ସୂଚନା ଅନୁସାରେ ରମେଶ ଆଜି ଭୋର ସମୟରେ ଗାଁ ମୁଣ୍ଡ ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ତେବେ ସେଠାରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ରମେଶଙ୍କ ମୃତ୍ୟୁକୁ ନେଇ ଗାଁରେ ଅସନ୍ତୋଷ ଦେଖା ଦେଇଥିବା ବେଳେ ବନ ବିଭାଗ ଓ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

18 Apr 2023 By The Sakala

ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ଆକ୍ରମଣ କଲା ହାତୀ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଅନୁଗୋଳ: ଅନୁଗୋଳ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ବନ୍ତଳା ରେଞ୍ଜ କନ୍ତମେଘ ଗାଁରେ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ସେହି ଗାଁର ରମେଶ ଦେହୁରୀ । ସୂଚନା ଅନୁସାରେ ରମେଶ ଆଜି ଭୋର ସମୟରେ ଗାଁ ମୁଣ୍ଡ ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ତେବେ ସେଠାରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ରମେଶଙ୍କ ମୃତ୍ୟୁକୁ ନେଇ ଗାଁରେ ଅସନ୍ତୋଷ ଦେଖା ଦେଇଥିବା ବେଳେ ବନ ବିଭାଗ ଓ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

https://www.thesakala.in/latest-odisha-news/angul/old-man-died-by-elephant-attack-in-angul/article-20863
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର