କାନ୍ଥ କଣା କରି ବ୍ୟାଙ୍କ ଭିତରେ ପଶିଲେ ଚୋର

The Sakala Picture
Published On

ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଗଡମଣ୍ଡଳ ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଥିବା ଜଣା ପଡ଼ିଛି । ବିଲମ୍ବିତ ରାତିରେ ବ୍ୟାଙ୍କ ପଛପାଖ କାନ୍ଥ ଖୋଳି ଭିତରକୁ ଚୋର ପଶିବା ପରେ ଲକର କାଟିବାକୁ ଚେଷ୍ଟା କରିଥିଲେ। ଏଥିରେ ବିଫଳ ହୋଇଥିବା ବେଳେ ଅନ୍ୟ ଆଲମୀରା, ଡ୍ରୟର ଆଦି ଭାଙ୍ଗି ଦେଇଥିଲେ। ତେବେ ଟଙ୍କା ନେଇ ନ ପାରି ଦୁର୍ବୃତ୍ତ ମାନେ ଫେରାର ହୋଇ ଯାଇଥିବା ବେଳେ ଆଜି ସକାଳେ ବ୍ୟାଙ୍କ କର୍ମଚାରୀମାନେ ବ୍ୟାଙ୍କ ଖୋଲିବା […]

ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଗଡମଣ୍ଡଳ ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଥିବା ଜଣା ପଡ଼ିଛି । ବିଲମ୍ବିତ ରାତିରେ ବ୍ୟାଙ୍କ ପଛପାଖ କାନ୍ଥ ଖୋଳି ଭିତରକୁ ଚୋର ପଶିବା ପରେ ଲକର କାଟିବାକୁ ଚେଷ୍ଟା କରିଥିଲେ। ଏଥିରେ ବିଫଳ ହୋଇଥିବା ବେଳେ ଅନ୍ୟ ଆଲମୀରା, ଡ୍ରୟର ଆଦି ଭାଙ୍ଗି ଦେଇଥିଲେ। ତେବେ ଟଙ୍କା ନେଇ ନ ପାରି ଦୁର୍ବୃତ୍ତ ମାନେ ଫେରାର ହୋଇ ଯାଇଥିବା ବେଳେ ଆଜି ସକାଳେ ବ୍ୟାଙ୍କ କର୍ମଚାରୀମାନେ ବ୍ୟାଙ୍କ ଖୋଲିବା ପରେ ଚୋରି ଉଦ୍ୟମ ହୋଇଥିବା ଜାଣି ପାରିଥିଲେ । ଏ ନେଇ ବ୍ୟାଙ୍କ କର୍ତ୍ତୃପକ୍ଷ ଛେଣ୍ଡିପଦା ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତନାଘନା କରୁଛି। ସାଇଣ୍ଟିଫିକ ଟିମ୍ ଓ ସନ୍ଧାନୀ କୁକୁର ଆସିବା ପରେ ଆହୁରୀ ଅଧିକ ତଦନ୍ତ କରାଯିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: କର୍ତ୍ତବ୍ୟରେ ଅବହେଳା ପାଇଁ ୨ ଫରେଷ୍ଟର୍ ଓ ଜଣେ ଫରେଷ୍ଟ ଗାର୍ଡ ନିଲମ୍ବନ

14 Oct 2022 By The Sakala

କାନ୍ଥ କଣା କରି ବ୍ୟାଙ୍କ ଭିତରେ ପଶିଲେ ଚୋର

ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଗଡମଣ୍ଡଳ ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଥିବା ଜଣା ପଡ଼ିଛି । ବିଲମ୍ବିତ ରାତିରେ ବ୍ୟାଙ୍କ ପଛପାଖ କାନ୍ଥ ଖୋଳି ଭିତରକୁ ଚୋର ପଶିବା ପରେ ଲକର କାଟିବାକୁ ଚେଷ୍ଟା କରିଥିଲେ। ଏଥିରେ ବିଫଳ ହୋଇଥିବା ବେଳେ ଅନ୍ୟ ଆଲମୀରା, ଡ୍ରୟର ଆଦି ଭାଙ୍ଗି ଦେଇଥିଲେ। ତେବେ ଟଙ୍କା ନେଇ ନ ପାରି ଦୁର୍ବୃତ୍ତ ମାନେ ଫେରାର ହୋଇ ଯାଇଥିବା ବେଳେ ଆଜି ସକାଳେ ବ୍ୟାଙ୍କ କର୍ମଚାରୀମାନେ ବ୍ୟାଙ୍କ ଖୋଲିବା ପରେ ଚୋରି ଉଦ୍ୟମ ହୋଇଥିବା ଜାଣି ପାରିଥିଲେ । ଏ ନେଇ ବ୍ୟାଙ୍କ କର୍ତ୍ତୃପକ୍ଷ ଛେଣ୍ଡିପଦା ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତନାଘନା କରୁଛି। ସାଇଣ୍ଟିଫିକ ଟିମ୍ ଓ ସନ୍ଧାନୀ କୁକୁର ଆସିବା ପରେ ଆହୁରୀ ଅଧିକ ତଦନ୍ତ କରାଯିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର