ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ
ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଧଉରାପାଲି ଗାଁରେ ଅଭାବନୀୟ ଘଟଣା ଘଟିିଛି। ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟ ଜଣେ ପୁରୁଷ ହୋଇଥିବା ସୂଚନା ମିଳିଛି। ମହିଳାଙ୍କ ନାଁ ରୀନା ମାହାର ଓ ପୁରୁଷଙ୍କ ନାଁ ଆରତ ମିର୍ଧା ବୋଲି ଜଣାପଡ଼ିଛି। ପାଇଖାନା ଟାଙ୍କିରେ ପଶି ସେଟ୍ରିଂ ଖୋଲିବା ବେଳେ ଅସୁସ୍ଥ ହୋଇଥିଲେ। ଏହାପରେ ସେମାନଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। […]
ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଧଉରାପାଲି ଗାଁରେ ଅଭାବନୀୟ ଘଟଣା ଘଟିିଛି। ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟ ଜଣେ ପୁରୁଷ ହୋଇଥିବା ସୂଚନା ମିଳିଛି। ମହିଳାଙ୍କ ନାଁ ରୀନା ମାହାର ଓ ପୁରୁଷଙ୍କ ନାଁ ଆରତ ମିର୍ଧା ବୋଲି ଜଣାପଡ଼ିଛି। ପାଇଖାନା ଟାଙ୍କିରେ ପଶି ସେଟ୍ରିଂ ଖୋଲିବା ବେଳେ ଅସୁସ୍ଥ ହୋଇଥିଲେ। ଏହାପରେ ସେମାନଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି।