୨୪ ଘଣ୍ଟାରେ ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧,୬୧୪ କରୋନା ଆକ୍ରାନ୍ତ

The Sakala Picture
Published On

ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କମିବାର ନା ଧରୁନି । ଏପରି ସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୧ ହଜାର ୬୧୪ ଜଣ ଆକ୍ରାନ୍ତ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୦୭ ଜଣ ଅଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୨୦୬ ଜଣ ଥିବା ବେଳେ, କଟକରୁ ୧୧୮୦, ଅନୁଗୁଳରୁ ୭୦୩, ସମ୍ବଲପୁରରୁ ୫୫୨, ବରଗଡ଼ରୁ ୪୧୨, ବଲାଙ୍ଗିରରୁ […]

ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କମିବାର ନା ଧରୁନି । ଏପରି ସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୧ ହଜାର ୬୧୪ ଜଣ ଆକ୍ରାନ୍ତ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୦୭ ଜଣ ଅଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୨୦୬ ଜଣ ଥିବା ବେଳେ, କଟକରୁ ୧୧୮୦, ଅନୁଗୁଳରୁ ୭୦୩, ସମ୍ବଲପୁରରୁ ୫୫୨, ବରଗଡ଼ରୁ ୪୧୨, ବଲାଙ୍ଗିରରୁ ୪୦୦, ପୁରୀରୁ ୩୮୯, ମୟୂରଭଞ୍ଜରୁ ୩୮୮,କଳାହାଣ୍ଡିରୁ ୩୭୫,ଯାଜପୁରରୁ ୩୪୯, ଝାରସୁଗୁଡ଼ାରୁ ୩୪୬, ନବରଙ୍ଗପୁରରୁ ୩୪୫, ବାଲେଶ୍ବରରୁ ୩୦୩, ଭଦ୍ରକରୁ ୨୯୮, ଜଗତସିଂହପୁରରୁ ୨୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ସେହିପରି ନୟାଗଡ଼ରୁ ୨୫୯ ଜଣ ସୁସ୍ଥ ହୋଇଥିବା ବେଳେ, ସୋନପୁରରୁ ୨୩୯, ଗଞ୍ଜାମରୁ ୨୩୧, କୋରାପୁଟରୁ ୧୯୯, ନୂଆପଡ଼ାରୁ ୧୮୭, ବୌଦ୍ଧରୁ ୧୮୫, କେନ୍ଦ୍ରାପଡ଼ାରୁ ୧୪୮, କେନ୍ଦୁଝରରୁ ୧୩୮, ରାୟଗଡ଼ାରୁ ୧୩୨, ଦେବଗଡ଼ରୁ ୧୦୭, ଗଜପତିରୁ ୧୦୪, କନ୍ଧମାଳରୁ ୧୦୨, ମାଲକାନଗିରିରୁ ୧୦୦ ଓ ଷ୍ଟେଟ୍ ପୁଲରୁ ୨୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୬ ଲକ୍ଷ ୧ ହଜାର ୨୨୪ ଜଣ ଆକ୍ରାନ୍ତ ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର