୨୪ ଘଣ୍ଟାରେ ରାଜଧାନୀରୁ ୧,୧୮୬ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦୪୧ ଜଣ

The Sakala Picture
Published On

ରାଜଧାନୀ ଭୁବନେଶ୍ୱରରୁ କମିବାର ନା ଧାରିଣୀ ମହାମାରୀ କରୋନା । ଦିନକୁ ଦିନ ବଢ଼ିବାରେ ଲାଗିଛି ଏହି ଭୁତାଣୁ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧,୧୮୬ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । Update on newly detected #COVID19 cases in the last […]

ରାଜଧାନୀ ଭୁବନେଶ୍ୱରରୁ କମିବାର ନା ଧାରିଣୀ ମହାମାରୀ କରୋନା । ଦିନକୁ ଦିନ ବଢ଼ିବାରେ ଲାଗିଛି ଏହି ଭୁତାଣୁ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧,୧୮୬ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬,୮୮୦ରେ ପହଞ୍ଚିଥିବା ବେଳେ ୫୩,୮୩୦ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି । ଆହୁରି ୧୨,୬୭୨ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।

21 May 2021 By The Sakala

୨୪ ଘଣ୍ଟାରେ ରାଜଧାନୀରୁ ୧,୧୮୬ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦୪୧ ଜଣ

ରାଜଧାନୀ ଭୁବନେଶ୍ୱରରୁ କମିବାର ନା ଧାରିଣୀ ମହାମାରୀ କରୋନା । ଦିନକୁ ଦିନ ବଢ଼ିବାରେ ଲାଗିଛି ଏହି ଭୁତାଣୁ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧,୧୮୬ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬,୮୮୦ରେ ପହଞ୍ଚିଥିବା ବେଳେ ୫୩,୮୩୦ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି । ଆହୁରି ୧୨,୬୭୨ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।

https://www.thesakala.in/latest-odisha-news/another-1186-corona-positive-reported-in-bhubaneswar/article-2332
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର