ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୨୬୪୦ ପଜିଟିଭ

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୬୪୦ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୨୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୬୪୨୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୬୪୦ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୨୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୬୪୨୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୩୬୫ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଅନୁଗୁଳରୁ ୮୯ , ବାଲେଶ୍ୱରରୁ ୩୯୭ , ବରଗଡ଼ ୨୧, ଭଦ୍ରକ ୧୨୮, ବଲାଙ୍ଗୀର ୧୧ , ବୌଦ୍ଧ ୧୯ , କଟକ ୨୬୬ , ଦେବଗଡ଼ ୪ , ଢେଙ୍କାନାଳ ୬୭, ଗଜପତି ୧୮ , ଗଞ୍ଜାମ ୧୭ , ଜଗତସିଂହପୁର ୧୩୨ , ଯାଜପୁର ୧୬୨ , ଝାରସୁଗୁଡ଼ା ୮ , କଳାହାଣ୍ଡି ୨୦ , କନ୍ଧମାଳ ୧୫ , କେନ୍ଦ୍ରାପଡ଼ା ୫୫ , କେନ୍ଦୁଝର ୭୦ , କୋରାପୁଟ ୬୧ , ମାଲକାନଗିରି ୬୪ , ମୟୂରଭଞ୍ଜ ୧୫୫ , ନବରଙ୍ଗପୁର ୨୦ , ନୟାଗଡ଼ ୯୨ , ନୂଆପଡ଼ା ୮ , ପୁରୀ ୧୭୮ , ରାୟଗଡ଼ା ୪୯ , ସମ୍ୱଲପୁର ୨୩ , ସୋନପୁର ୨୫ , ସୁନ୍ଦରଗଡ଼ ୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

29 Jun 2021 By The Sakala

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୨୬୪୦ ପଜିଟିଭ

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୬୪୦ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୨୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୬୪୨୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୩୬୫ ସଂକ୍ରମିତ ।

ଅନୁଗୁଳରୁ ୮୯ , ବାଲେଶ୍ୱରରୁ ୩୯୭ , ବରଗଡ଼ ୨୧, ଭଦ୍ରକ ୧୨୮, ବଲାଙ୍ଗୀର ୧୧ , ବୌଦ୍ଧ ୧୯ , କଟକ ୨୬୬ , ଦେବଗଡ଼ ୪ , ଢେଙ୍କାନାଳ ୬୭, ଗଜପତି ୧୮ , ଗଞ୍ଜାମ ୧୭ , ଜଗତସିଂହପୁର ୧୩୨ , ଯାଜପୁର ୧୬୨ , ଝାରସୁଗୁଡ଼ା ୮ , କଳାହାଣ୍ଡି ୨୦ , କନ୍ଧମାଳ ୧୫ , କେନ୍ଦ୍ରାପଡ଼ା ୫୫ , କେନ୍ଦୁଝର ୭୦ , କୋରାପୁଟ ୬୧ , ମାଲକାନଗିରି ୬୪ , ମୟୂରଭଞ୍ଜ ୧୫୫ , ନବରଙ୍ଗପୁର ୨୦ , ନୟାଗଡ଼ ୯୨ , ନୂଆପଡ଼ା ୮ , ପୁରୀ ୧୭୮ , ରାୟଗଡ଼ା ୪୯ , ସମ୍ୱଲପୁର ୨୩ , ସୋନପୁର ୨୫ , ସୁନ୍ଦରଗଡ଼ ୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

https://www.thesakala.in/latest-odisha-news/another-2640-positives-were-detected-in-the-last-24-hours/article-3314
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର