ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୫୩୫ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୧୬ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୧୯ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୩୦୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୩୩ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୧୬ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୧୯ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୩୦୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୩୩ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

ଅନୁଗୁଳରୁ ୨୦୭ , ବାଲେଶ୍ୱରରୁ ୨୯୬, ବରଗଡ଼ ୮୬, ଭଦ୍ରକ ୧୮୪, ବଲାଙ୍ଗୀର ୧୮ , ବୌଦ୍ଧ ୫୨, କଟକ ୩୨୦, ଦେବଗଡ଼ ୨୫, ଢେଙ୍କାନାଳ ୫୬, ଗଜପତି ୨୭, ଗଞ୍ଜାମ ୨୬, ଜଗତସିଂହପୁର ୯୦, ଯାଜପୁର ୩୪୮, ଝାରସୁଗୁଡ଼ା ୧୨, କଳାହାଣ୍ଡି ୩୫ , କନ୍ଧମାଳ ୫୬, କେନ୍ଦ୍ରାପଡ଼ା ୧୦୪, କେନ୍ଦୁଝର ୯୨, କୋରାପୁଟ ୫୬, ମାଲକାନଗିରି ୬୮ , ମୟୂରଭଞ୍ଜ ୧୫୩, ନବରଙ୍ଗପୁର ୮୫, ନୟାଗଡ଼ ୯୫, ନୂଆପଡ଼ା ୧୫, ପୁରୀ ୧୮୭, ରାୟଗଡ଼ା ୭୩, ସମ୍ୱଲପୁର ୩୯, ସୋନପୁର ୩୯ , ସୁନ୍ଦରଗଡ଼ ୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

16 Jun 2021 By The Sakala

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୫୩୫ ପଜିଟିଭ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୧୬ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୧୯ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୩୦୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୩୩ ସଂକ୍ରମିତ ।

ଅନୁଗୁଳରୁ ୨୦୭ , ବାଲେଶ୍ୱରରୁ ୨୯୬, ବରଗଡ଼ ୮୬, ଭଦ୍ରକ ୧୮୪, ବଲାଙ୍ଗୀର ୧୮ , ବୌଦ୍ଧ ୫୨, କଟକ ୩୨୦, ଦେବଗଡ଼ ୨୫, ଢେଙ୍କାନାଳ ୫୬, ଗଜପତି ୨୭, ଗଞ୍ଜାମ ୨୬, ଜଗତସିଂହପୁର ୯୦, ଯାଜପୁର ୩୪୮, ଝାରସୁଗୁଡ଼ା ୧୨, କଳାହାଣ୍ଡି ୩୫ , କନ୍ଧମାଳ ୫୬, କେନ୍ଦ୍ରାପଡ଼ା ୧୦୪, କେନ୍ଦୁଝର ୯୨, କୋରାପୁଟ ୫୬, ମାଲକାନଗିରି ୬୮ , ମୟୂରଭଞ୍ଜ ୧୫୩, ନବରଙ୍ଗପୁର ୮୫, ନୟାଗଡ଼ ୯୫, ନୂଆପଡ଼ା ୧୫, ପୁରୀ ୧୮୭, ରାୟଗଡ଼ା ୭୩, ସମ୍ୱଲପୁର ୩୯, ସୋନପୁର ୩୯ , ସୁନ୍ଦରଗଡ଼ ୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର