ମନୋରଞ୍ଜନ
ଓଡ଼ିଶା
ରାଜ୍ଯରେ ଚିହ୍ନଟ ହେଲେ ଆଉ ୪୩ କୋଭିଡ଼ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୪୨୧କୁ ବୃଦ୍ଧି ପାଇଥିବା ବେଳେ ୧୨୭୭୮୧୯ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୩୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
Covid-19 Report For 25th March
ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବିNew Positive Cases: 43
Of which 0-18 years: 13
In quarantine: 26
Local contacts: 17ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ(Details of local contacts will be shared by concerned District)
1. Balasore: 3
2. Balangir: 1
3. Boudh: 2
4. Cuttack: 1
5. Gajapati: 6
6. Ganjam: 2
7. Jajpur: 3— I & PR Department, Odisha (@IPR_Odisha) March 26, 2022
8. Jharsuguda: 2
9. Kandhamal: 1
10. Kendrapada: 7
11. Khurda: 5
12. Koraput: 1
13. Mayurbhanj: 1
14. Nuapada: 1
15. Sambalpur: 2
16. Sundargarh: 4
17. State Pool: 1New recoveries: 69
Cumulative tested: 30451013
Positive: 1287421
Recovered: 1277819
Active cases: 431— I & PR Department, Odisha (@IPR_Odisha) March 26, 2022






