ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪୩୩୯ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୫ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮୬୪ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୬୧୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୭୦୦ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୫ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮୬୪ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୬୧୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୭୦୦ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଅନୁଗୁଳରୁ ୨୨୬, ବାଲେଶ୍ୱରରୁ ୨୯୬, ବରଗଡ଼ ୬୮, ଭଦ୍ରକ ୨୦୯, ବଲାଙ୍ଗୀର ୫୩ , ବୌଦ୍ଧ ୫୪, କଟକ ୪୮୦, ଦେବଗଡ଼ ୨୬, ଢେଙ୍କାନାଳ ୧୪୪, ଗଜପତି ୩୬, ଗଞ୍ଜାମ ୨୯, ଜଗତସିଂହପୁର ୧୪୩, ଯାଜପୁର ୨୦୭, ଝାରସୁଗୁଡ଼ା ୧୩, କଳାହାଣ୍ଡି ୬୨ , କନ୍ଧମାଳ ୬୨, କେନ୍ଦ୍ରାପଡ଼ା ୧୮୧, କେନ୍ଦୁଝର ୯୨, କୋରାପୁଟ ୬୫, ମାଲକାନଗିରି ୫୦ , ମୟୂରଭଞ୍ଜ ୧୫୮, ନବରଙ୍ଗପୁର ୭୮, ନୟାଗଡ଼ ୧୪୯, ନୂଆପଡ଼ା ୧୪, ପୁରୀ ୨୫୫, ରାୟଗଡ଼ା ୬୪, ସମ୍ୱଲପୁର ୫୪, ସୋନପୁର ୮୪, ସୁନ୍ଦରଗଡ଼ ୧୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର