ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪୪୬୯ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୪୬ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୯୨୩ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୧୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୬୧୨ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୪୬ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୯୨୩ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୧୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୬୧୨ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ଅନୁଗୁଳରୁ ୨୨୬, ବାଲେଶ୍ୱରରୁ ୩୧୮, ବରଗଡ଼ ୮୫, ଭଦ୍ରକ ୧୬୫, ବଲାଙ୍ଗୀର ୫୬ , ବୌଦ୍ଧ ୯୦, କଟକ ୪୧୩, ଦେବଗଡ଼ ୨୩, ଢେଙ୍କାନାଳ ୨୫୨, ଗଜପତି ୨୬, ଗଞ୍ଜାମ ୪୩, ଜଗତସିଂହପୁର ୧୪୦, ଯାଜପୁର ୩୭୦, ଝାରସୁଗୁଡ଼ା ୨୭, କଳାହାଣ୍ଡି ୯୨ , କନ୍ଧମାଳ ୨୮, କେନ୍ଦ୍ରାପଡ଼ା ୫୯, କେନ୍ଦୁଝର ୯୬, କୋରାପୁଟ ୮୭, ମାଲକାନଗିରି ୭୫ , ମୟୂରଭଞ୍ଜ ୨୧୬, ନବରଙ୍ଗପୁର ୧୧୮, ନୟାଗଡ଼ ୧୨୮, ନୂଆପଡ଼ା ୧୪, ପୁରୀ ୨୪୩, ରାୟଗଡ଼ା ୧୩୭, ସମ୍ୱଲପୁର ୬୧, ସୋନପୁର ୬୦, ସୁନ୍ଦରଗଡ଼ ୧୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର