ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪୮୫୨ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬୫ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୮୭ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୬୪୯ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬୫ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୮୭ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୬୪୯ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଅନୁଗୁଳରୁ ୨୭୫, ବାଲେଶ୍ୱରରୁ ୩୬୪, ବରଗଡ଼ ୬୧, ଭଦ୍ରକ ୨୨୨, ବଲାଙ୍ଗୀର ୩୧ , ବୌଦ୍ଧ ୫୭, କଟକ ୫୦୫, ଦେବଗଡ଼ ୨୦, ଢେଙ୍କାନାଳ ୧୫୦, ଗଜପତି ୪୮, ଗଞ୍ଜାମ ୪୦, ଜଗତସିଂହପୁର ୧୮୦, ଯାଜପୁର ୩୮୨, ଝାରସୁଗୁଡ଼ା ୧୬, କଳାହାଣ୍ଡି ୬୦ , କନ୍ଧମାଳ ୮୩, କେନ୍ଦ୍ରାପଡ଼ା ୨୮୭, କେନ୍ଦୁଝର ୯୬, କୋରାପୁଟ ୮୮, ମାଲକାନଗିରି ୮୯ , ମୟୂରଭଞ୍ଜ ୨୧୦, ନବରଙ୍ଗପୁର ୧୦୮, ନୟାଗଡ଼ ୧୩୬, ନୂଆପଡ଼ା ୨୨, ପୁରୀ ୨୩୭, ରାୟଗଡ଼ା ୧୦୫, ସମ୍ୱଲପୁର ୪୧, ସୋନପୁର ୩୫, ସୁନ୍ଦରଗଡ଼ ୧୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

12 Jun 2021 By The Sakala

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪୮୫୨ ପଜିଟିଭ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬୫ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୮୭ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୬୪୯ ସଂକ୍ରମିତ ।

ଅନୁଗୁଳରୁ ୨୭୫, ବାଲେଶ୍ୱରରୁ ୩୬୪, ବରଗଡ଼ ୬୧, ଭଦ୍ରକ ୨୨୨, ବଲାଙ୍ଗୀର ୩୧ , ବୌଦ୍ଧ ୫୭, କଟକ ୫୦୫, ଦେବଗଡ଼ ୨୦, ଢେଙ୍କାନାଳ ୧୫୦, ଗଜପତି ୪୮, ଗଞ୍ଜାମ ୪୦, ଜଗତସିଂହପୁର ୧୮୦, ଯାଜପୁର ୩୮୨, ଝାରସୁଗୁଡ଼ା ୧୬, କଳାହାଣ୍ଡି ୬୦ , କନ୍ଧମାଳ ୮୩, କେନ୍ଦ୍ରାପଡ଼ା ୨୮୭, କେନ୍ଦୁଝର ୯୬, କୋରାପୁଟ ୮୮, ମାଲକାନଗିରି ୮୯ , ମୟୂରଭଞ୍ଜ ୨୧୦, ନବରଙ୍ଗପୁର ୧୦୮, ନୟାଗଡ଼ ୧୩୬, ନୂଆପଡ଼ା ୨୨, ପୁରୀ ୨୩୭, ରାୟଗଡ଼ା ୧୦୫, ସମ୍ୱଲପୁର ୪୧, ସୋନପୁର ୩୫, ସୁନ୍ଦରଗଡ଼ ୧୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

https://www.thesakala.in/latest-odisha-news/another-4852-positives-were-detected-in-the-last-24-hours/article-2882
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର