ହୀରାକୁଦରେ ଖୋଲିଲା ଆଉ ୫ଟି ଗେଟ୍‌, ମୋଟ ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

The Sakala Picture
Published On

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁଁ ଗତକାଲିଠାରୁ ହୀରାକୁଦକୁ ବ୍ୟାପକ ମାତ୍ରାରେ ପାଣି ପ୍ରବେଶ କରୁଛି । ଯେଉଁଥିପାଇଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି । ପରିସ୍ଥିତିକୁ ଦେଖି ହୀରାକୁଦ କର୍ତ୍ତୃପକ୍ଷ ଆହୁରି ୫ଟି ଗେଟ ଖୋଲିଛନ୍ତି। ଏବେ ମୋଟ ୧୨ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ବର୍ତ୍ତମାନ ଜଳସ୍ତର ୬୧୭.୨୫ ଫୁଟ ରହିଛି । ମଧ୍ୟାହ୍ନ ସାଢେ ୨ଟାରେ ୫ଟି […]

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁଁ ଗତକାଲିଠାରୁ ହୀରାକୁଦକୁ ବ୍ୟାପକ ମାତ୍ରାରେ ପାଣି ପ୍ରବେଶ କରୁଛି । ଯେଉଁଥିପାଇଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି । ପରିସ୍ଥିତିକୁ ଦେଖି ହୀରାକୁଦ କର୍ତ୍ତୃପକ୍ଷ ଆହୁରି ୫ଟି ଗେଟ ଖୋଲିଛନ୍ତି। ଏବେ ମୋଟ ୧୨ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ବର୍ତ୍ତମାନ ଜଳସ୍ତର ୬୧୭.୨୫ ଫୁଟ ରହିଛି ।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ମହାସମାରୋହରେ ଚାଲିଛି ଦ୍ୱିତୀୟ ବାଲିଯାତ୍ରା: ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବଣ୍ଟାଯାଉଛି ଟଙ୍କ ତୋରାଣି

ମଧ୍ୟାହ୍ନ ସାଢେ ୨ଟାରେ ୫ଟି ଗେଟ୍ ଖୋଲାଯାଇଥିବା ଏବେ ପୁଣି ଆଉ ୫ ଟି ଗେଟ ଖୋଲାଯାଇଛି । ପୂର୍ବରୁ ୨ଟି ଗେଟ ଖୋଲାଯାଇଥିଲା । ଏବେ ମୋଟ ୧୨ଟି ଗେଟ ଦେଇ ବନ୍ୟାଜଳ ନିସ୍କାସନ କରାଯାଉଛି । ପ୍ରତି ସେକେଣ୍ଡରେ ୧୫ ହଜାର କ୍ୟୁସେକ ଜଳ ନିସ୍କାସନ କରାଯାଉଛି । ବନ୍ୟା ଜଳ ଆସୁଥିବାରୁ ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

04 Aug 2023 By The Sakala

ହୀରାକୁଦରେ ଖୋଲିଲା ଆଉ ୫ଟି ଗେଟ୍‌, ମୋଟ ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁଁ ଗତକାଲିଠାରୁ ହୀରାକୁଦକୁ ବ୍ୟାପକ ମାତ୍ରାରେ ପାଣି ପ୍ରବେଶ କରୁଛି । ଯେଉଁଥିପାଇଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି । ପରିସ୍ଥିତିକୁ ଦେଖି ହୀରାକୁଦ କର୍ତ୍ତୃପକ୍ଷ ଆହୁରି ୫ଟି ଗେଟ ଖୋଲିଛନ୍ତି। ଏବେ ମୋଟ ୧୨ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ବର୍ତ୍ତମାନ ଜଳସ୍ତର ୬୧୭.୨୫ ଫୁଟ ରହିଛି ।

ମଧ୍ୟାହ୍ନ ସାଢେ ୨ଟାରେ ୫ଟି ଗେଟ୍ ଖୋଲାଯାଇଥିବା ଏବେ ପୁଣି ଆଉ ୫ ଟି ଗେଟ ଖୋଲାଯାଇଛି । ପୂର୍ବରୁ ୨ଟି ଗେଟ ଖୋଲାଯାଇଥିଲା । ଏବେ ମୋଟ ୧୨ଟି ଗେଟ ଦେଇ ବନ୍ୟାଜଳ ନିସ୍କାସନ କରାଯାଉଛି । ପ୍ରତି ସେକେଣ୍ଡରେ ୧୫ ହଜାର କ୍ୟୁସେକ ଜଳ ନିସ୍କାସନ କରାଯାଉଛି । ବନ୍ୟା ଜଳ ଆସୁଥିବାରୁ ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର