ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୫୮୯୬ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୩୨ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫୬୪ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୧୯ ହଜାର ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୩୨ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫୬୪ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୧୯ ହଜାର ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୮୫୩ ସଂକ୍ରମିତ । ସେହିଭଳି କଟକରୁ ୩୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଅନୁଗୁଳରୁ ୩୮୫, ବାଲେଶ୍ୱରରୁ ୩୭୩, ବରଗଡ଼ ୯୯, ଭଦ୍ରକ ୩୭୦, ବଲାଙ୍ଗୀର ୭୭ , ବୌଦ୍ଧ ୭୩, କଟକ ୮୬୮, ଦେବଗଡ଼ ୨୨, ଢେଙ୍କାନାଳ ୩୦୬, ଗଜପତି ୪୪, ଗଞ୍ଜାମ ୩୫, ଜଗତସିଂହପୁର ୨୩୨, ଯାଜପୁର ୪୧୩, ଝାରସୁଗୁଡ଼ା ୫୪, କଳାହାଣ୍ଡି ୫୩ , କନ୍ଧମାଳ ୫୩, କେନ୍ଦ୍ରାପଡ଼ା ୨୩୫, କେନ୍ଦୁଝର ୧୩୦, କୋରାପୁଟ ୧୨୯, ମାଲକାନଗିରି ୧୧୬ , ମୟୂରଭଞ୍ଜ ୨୬୧, ନବରଙ୍ଗପୁର ୧୭୪, ନୟାଗଡ଼ ୧୭୭, ନୂଆପଡ଼ା ୩୭, ପୁରୀ ୨୪୧, ରାୟଗଡ଼ା ୧୬୬, ସମ୍ୱଲପୁର ୯୨, ସୋନପୁର ୭୭, ସୁନ୍ଦରଗଡ଼ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

08 Jun 2021 By The Sakala

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୫୮୯୬ ପଜିଟିଭ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୩୨ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫୬୪ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୧୯ ହଜାର ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୮୫୩ ସଂକ୍ରମିତ । ସେହିଭଳି କଟକରୁ ୩୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୩୮୫, ବାଲେଶ୍ୱରରୁ ୩୭୩, ବରଗଡ଼ ୯୯, ଭଦ୍ରକ ୩୭୦, ବଲାଙ୍ଗୀର ୭୭ , ବୌଦ୍ଧ ୭୩, କଟକ ୮୬୮, ଦେବଗଡ଼ ୨୨, ଢେଙ୍କାନାଳ ୩୦୬, ଗଜପତି ୪୪, ଗଞ୍ଜାମ ୩୫, ଜଗତସିଂହପୁର ୨୩୨, ଯାଜପୁର ୪୧୩, ଝାରସୁଗୁଡ଼ା ୫୪, କଳାହାଣ୍ଡି ୫୩ , କନ୍ଧମାଳ ୫୩, କେନ୍ଦ୍ରାପଡ଼ା ୨୩୫, କେନ୍ଦୁଝର ୧୩୦, କୋରାପୁଟ ୧୨୯, ମାଲକାନଗିରି ୧୧୬ , ମୟୂରଭଞ୍ଜ ୨୬୧, ନବରଙ୍ଗପୁର ୧୭୪, ନୟାଗଡ଼ ୧୭୭, ନୂଆପଡ଼ା ୩୭, ପୁରୀ ୨୪୧, ରାୟଗଡ଼ା ୧୬୬, ସମ୍ୱଲପୁର ୯୨, ସୋନପୁର ୭୭, ସୁନ୍ଦରଗଡ଼ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର