ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୬୭୧ ଜଣ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୭୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୭୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୧୪୫୫ କୁ ବୃଦ୍ଧି ପାଇଥିବା ବେଳେ ୧୨୬୬୪୫୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୭୮୫୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର