ଖସୁଛି କରୋନା ଗ୍ରାଫ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ମାତ୍ର ୭୨୦ ଜଣ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ମାତ୍ର ୭୨୦ ଜଣ କରୋନା ପଜିଟିଭ୍ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୧ ଜଣ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୯ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ବୟସର ୯୬ ଜଣ ପିଲା କରୋନା ପଜିଟିଭ ଚିହ୍ନଟ […]
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ମାତ୍ର ୭୨୦ ଜଣ କରୋନା ପଜିଟିଭ୍ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୧ ଜଣ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୯ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ବୟସର ୯୬ ଜଣ ପିଲା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୬୧୫୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
Covid-19 Report For 16th August
New Positive Cases: 720
Of which 0-18 years: 96
In quarantine: 421
Local contacts: 299(Details of local contacts will be shared by concerned Dist Administration)
District Wise Cases:
1. Angul: 15
2. Balasore: 19
3. Bargarh: 2— I & PR Department, Odisha (@IPR_Odisha) August 17, 2021
21. Mayurbhanj: 29
22. Nawarangpur: 1
23. Nayagarh: 18
24. Nuapada: 2
25. Puri: 16
26. Rayagada: 8
27. Sambalpur: 6
28. Sonepur: 3
29. Sundargarh: 11
30. State Pool: 60New recoveries: 1167
Cumulative tested: 17139240
Positive: 996153
Recovered: 979407
Active cases: 9672— I & PR Department, Odisha (@IPR_Odisha) August 17, 2021
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୯୬ ହଜାର୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯ ହଜାର ୬୭୨ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୭୯ ହଜାର୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।