ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୯ ହଜାର ୩୨୯ ଜଣ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ଦ୍ୱିତୀୟ ଥର ପାଇଁ ୧୨ ହଜାର ଉପରେ ରହିଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାକୁ ହରାଇଛନ୍ତି ୯ ହଜାର ୩୨୯ ଜଣ । ଏଥିସହ ରାଜ୍ୟରେ କରୋନାରୁ ମୋଟ ୪ ଲକ୍ଷ ୯୧ ହଜାର ୬୭୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ଭଳି ସୁସ୍ଥତାରେ ସବୁଠୁ ଉପରେ ରହିଛି ଖୋର୍ଦ୍ଧା ଜିଲ୍ଲା । ଖୋର୍ଦ୍ଧାରୁ ସର୍ବାଧିକ ୧୨୧୪ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୩୬, କଟକରୁ […]

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ଦ୍ୱିତୀୟ ଥର ପାଇଁ ୧୨ ହଜାର ଉପରେ ରହିଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାକୁ ହରାଇଛନ୍ତି ୯ ହଜାର ୩୨୯ ଜଣ । ଏଥିସହ ରାଜ୍ୟରେ କରୋନାରୁ ମୋଟ ୪ ଲକ୍ଷ ୯୧ ହଜାର ୬୭୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ଭଳି ସୁସ୍ଥତାରେ ସବୁଠୁ ଉପରେ ରହିଛି ଖୋର୍ଦ୍ଧା ଜିଲ୍ଲା ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ମହାନଦୀ ନର୍ଦ୍ଦର୍ଣ୍ଣ ଡିଭିଜନ୍‌ର ଅଧୀକ୍ଷଣ ଯନ୍ତ୍ରୀ, ୨୧.୮୮ ଲକ୍ଷ ଟଙ୍କା ଜବତ

ଖୋର୍ଦ୍ଧାରୁ ସର୍ବାଧିକ ୧୨୧୪ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୩୬, କଟକରୁ ୭୮୦, ବରଗଡ଼ରୁ ୪୮୭, ସମ୍ବଲପୁରରୁ ୪୭୦, ନୂଆପଡ଼ାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୁଳ ଓ ଝାରସୁଗୁଡ଼ାରୁ ୩୮୪ ଜଣ ଲେଖାଏଁ, ପୁରୀରୁ ୩୧୯, ବଲାଙ୍ଗିରରୁ ୩୧୩, ନବରଙ୍ଗପୁରରୁ ୩୧୨, ମୟୂରଭଞ୍ଜରୁ ୨୮୮, ଗଞ୍ଜାମରୁ ୨୬୧, ନୟାଗଡ଼ରୁ ୨୦୬, ବୌଦ୍ଧରୁ ୨୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

ସେହିଭଳି ରାୟଗଡ଼ାରୁ ୧୯୯, କେନ୍ଦ୍ରାପଡ଼ାରୁ ୧୯୦, ବାଲେଶ୍ୱରରୁ ୧୫୧, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୨୩, ଗଜପତିରୁ ୧୧୬, କେନ୍ଦୁଝରରୁ ୧୧୩, ଢେଙ୍କାନାଳରୁ ୯୦, କୋରାପୁଟ ଓ ମାଲକାନଗିରିରୁ ୭୨ ଜଣ ଲେଖାଏଁ, ଯାଜପୁରରୁ ୭୧, କନ୍ଧମାଳରୁ ୫୩, ଭଦ୍ରକରୁ ୫୨, ଦେବଗଡ଼ରୁ ୩୩ ଏବଂ ଷ୍ଟେଟ ପୁଲରୁ ୨୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର