୧୮ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା
ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଉତ୍ତର-ପୂର୍ବ ତତ-ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏହରି ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୭ ରୁ ୧୯ ଯାଏଁ ବର୍ଷାର ପରମାଣ ସର୍ବାଧିକ ପ୍ରଭାବ […]
ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଉତ୍ତର-ପୂର୍ବ ତତ-ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏହରି ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୭ ରୁ ୧୯ ଯାଏଁ ବର୍ଷାର ପରମାଣ ସର୍ବାଧିକ ପ୍ରଭାବ ପଡିବ ବୋଲି ଜଣାପଡ଼ିଛି।
ଆଜି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୁଳ ଏବଂ ଦେବଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ନରବଙ୍ଗପୁର, ମାଲକାନଗିରି, କୋରାପୁଟ ଏବଂ ବଲାଙ୍ଗିର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।