ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ରାଜ୍ୟରେ ୫ ଦିନ ଯାଏଁ ଲାଗି ରହିବ ବର୍ଷା

The Sakala Picture
Published On

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ ।  ଉତ୍ତର ବଙ୍ଗୋପସାଗର ବାଂଲାଦେଶ ଉପକୂଳରେ କେନ୍ଦ୍ରିଭୁତ ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହାରି ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବନି।  କିଛି ଜିଲ୍ଲାରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷିବା ସମ୍ଭାବନା ରହିଛି। ଏହାରି ପ୍ରଭାବନରେ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ […]

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ ।  ଉତ୍ତର ବଙ୍ଗୋପସାଗର ବାଂଲାଦେଶ ଉପକୂଳରେ କେନ୍ଦ୍ରିଭୁତ ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହାରି ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବନି।  କିଛି ଜିଲ୍ଲାରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷିବା ସମ୍ଭାବନା ରହିଛି। ଏହାରି ପ୍ରଭାବନରେ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

26 Jul 2024 By The Sakala

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ରାଜ୍ୟରେ ୫ ଦିନ ଯାଏଁ ଲାଗି ରହିବ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ ।  ଉତ୍ତର ବଙ୍ଗୋପସାଗର ବାଂଲାଦେଶ ଉପକୂଳରେ କେନ୍ଦ୍ରିଭୁତ ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହାରି ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବନି।  କିଛି ଜିଲ୍ଲାରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷିବା ସମ୍ଭାବନା ରହିଛି। ଏହାରି ପ୍ରଭାବନରେ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର