ଗଞ୍ଜାମରେ ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପୁଣି ଥରେ ବିରୋଧ

The Sakala Picture
Published On

ବ୍ରହ୍ମପୁର: ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ଆସିଥିବା ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପୁଣି ଥରେ ବିରୋଧ। ବିଜେପିର ଦୁଇ ଗୋଷ୍ଠୀ ପୁଣି ମୁହାଁମୁହିଁ। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲାର ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକର କାରଗିଲ ସହିଦ ଶ୍ରୀନିବାସଙ୍କ ଗ୍ରାମ ଜଗଦଳପୁର ଗ୍ରାମରେ। ଗଞ୍ଜାମ ଜିଲ୍ଲା ସଭାପତିଙ୍କ ସମେତ ବହୁ ନେତା ବିଜେପିର ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ ପଦଯାତ୍ରା ଆରମ୍ଭ କରୁଥିବା ସମୟରେ ବିଜେପିର ଆଉ ଏକ ଗୋଷ୍ଠୀ […]

ବ୍ରହ୍ମପୁର: ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ଆସିଥିବା ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପୁଣି ଥରେ ବିରୋଧ। ବିଜେପିର ଦୁଇ ଗୋଷ୍ଠୀ ପୁଣି ମୁହାଁମୁହିଁ। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲାର ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକର କାରଗିଲ ସହିଦ ଶ୍ରୀନିବାସଙ୍କ ଗ୍ରାମ ଜଗଦଳପୁର ଗ୍ରାମରେ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ଗଞ୍ଜାମ ଜିଲ୍ଲା ସଭାପତିଙ୍କ ସମେତ ବହୁ ନେତା ବିଜେପିର ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ ପଦଯାତ୍ରା ଆରମ୍ଭ କରୁଥିବା ସମୟରେ ବିଜେପିର ଆଉ ଏକ ଗୋଷ୍ଠୀ ବରିଷ୍ଠ ବିଜେପି ନେତା ଉତ୍ତମ ପାଣିଗ୍ରାହୀଙ୍କ ନେତୃତ୍ବ ଆସି ବିରୋଧ କରିବା ସହ ଧସ୍ତା ଧସ୍ତି ହୋଇଥିଲେ। ଯାହାକି ବିଜେପିର ଏଭଳି ଘରୋଇ କଳି ଦାଣ୍ଡରେ ପଡି ହାଟରେ ଗଡୁଛି। କିଛି ସମୟ ଧରି ଏଭଳି ଖଣ୍ଡ ଯୁଦ୍ଧ ଚାଲିଥିଲା।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର