ଆଉ ଏକ ରେଳ ଦୁର୍ଘଟଣା, ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାରେ ଆଉ ଏକ ରେଳ ଦୁର୍ଘଟଣା ଘଟିଛି। ବରଗଡ଼ରେ ଏକ ଟ୍ରେନ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ଡୁଙ୍ଗୁରୀମାଇନସରୁ ବରଗଡ଼ ଆସୁଥିଲା ଟ୍ରେନ୍‌ । ଭଟଲୀ ସମ୍ବରଧରା ପାଖରେ ଟ୍ରେନ୍‌ରଏକାଧିକ ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ରେ ଚୂନପଥର ବୋଝେଇ ହୋଇଥିଲା । ଚୂନପଥର ଖଣିରୁ ସିମେଣ୍ଟ କାରଖାନା ଯାଉଥିବା ବେଳେ ଏହି ମାଲବାହୀ ଟ୍ରେନଟି ଲାଇନଚ୍ୟୁତ ହୋଇଛି। ଦୁର୍ଘଟଣାରେ କେହି ଆହତ ହୋଇ ନଥିବା ସୂଚନା ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

05 Jun 2023 By The Sakala

ଆଉ ଏକ ରେଳ ଦୁର୍ଘଟଣା, ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

ଭୁବନେଶ୍ବର: ଓଡ଼ିଶାରେ ଆଉ ଏକ ରେଳ ଦୁର୍ଘଟଣା ଘଟିଛି। ବରଗଡ଼ରେ ଏକ ଟ୍ରେନ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ଡୁଙ୍ଗୁରୀମାଇନସରୁ ବରଗଡ଼ ଆସୁଥିଲା ଟ୍ରେନ୍‌ । ଭଟଲୀ ସମ୍ବରଧରା ପାଖରେ ଟ୍ରେନ୍‌ରଏକାଧିକ ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ରେ ଚୂନପଥର ବୋଝେଇ ହୋଇଥିଲା । ଚୂନପଥର ଖଣିରୁ ସିମେଣ୍ଟ କାରଖାନା ଯାଉଥିବା ବେଳେ ଏହି ମାଲବାହୀ ଟ୍ରେନଟି ଲାଇନଚ୍ୟୁତ ହୋଇଛି। ଦୁର୍ଘଟଣାରେ କେହି ଆହତ ହୋଇ ନଥିବା ସୂଚନା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର