୧୨ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା , ବଢ଼ିବ ବର୍ଷା
ଭୁବନେଶ୍ୱର: ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତରପଶ୍ଚିମ ପାର୍ଶ୍ୱବର୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ। ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୧ତାରିଖରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ […]
ଭୁବନେଶ୍ୱର: ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତରପଶ୍ଚିମ ପାର୍ଶ୍ୱବର୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ। ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୧ତାରିଖରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗନ୍ନ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।
#ସମ୍ଭାବ୍ୟ #ଘୂର୍ଣ୍ଣିବଳୟ ସହ ଜଡିତ ପାଣିପାଗ #ସୂଚନା pic.twitter.com/vJKeHgmzsi
— Meteorological Centre, Bhubaneswar (@mcbbsr) September 9, 2023