ରାଜଧାନୀରେ ପୁଣି ପାଣିରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ

The Sakala Picture
Published On

ଭୁବନେଶ୍ବର: ରାଜଧାନୀରେ ଅଘଟଣ।  ପୁଣି ପାଣିରେ ବୁଡି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ପଳାଶୁଣି ପ୍ରାଚୀ ବିହାରରେ ଘଟିଛି ଏଭଳି ଅଭାବନୀୟ ଅଘଟଣ । ବଢ଼େଇ ଠାକୁରାଣୀ ନିକଟ ପୋଖରୀରେ ବୁଡି ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

13 Jul 2023 By The Sakala

ରାଜଧାନୀରେ ପୁଣି ପାଣିରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜଧାନୀରେ ଅଘଟଣ।  ପୁଣି ପାଣିରେ ବୁଡି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ପଳାଶୁଣି ପ୍ରାଚୀ ବିହାରରେ ଘଟିଛି ଏଭଳି ଅଭାବନୀୟ ଅଘଟଣ । ବଢ଼େଇ ଠାକୁରାଣୀ ନିକଟ ପୋଖରୀରେ ବୁଡି ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର