ପୁଣି ରାଜଧାନୀରେ ଆଉ ଏକ ଯୁବତୀଙ୍କ ଆତ୍ମହତ୍ୟା

The Sakala Picture
Published On

ଭୁବନେଶ୍ବର: ପୁଣି ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ଖାରବେଳନଗର ଅଞ୍ଚଳରେ ଆଉ ଏକ ଆତ୍ମହତ୍ୟା ଘଟିଥିବା ଜଣାପଡ଼ିଛି।  ବେକରେ ରଶି ଲଗାଇ ଯୁବତୀ ଜଣଙ୍କ ଆତ୍ମହତ୍ୟା  କରିଛନ୍ତି।  ଯୁବତୀ ଜଣଙ୍କ ନାଁ ସସ୍ମିତା ବାରିକ । ବୟସ ୨୩ ବର୍ଷ । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ମୃତ ଦେହକୁ ଜବତ କରି ଶବ ବ୍ଯବେଚ୍ଛଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇ ତଦନ୍ତ ଆରମମ୍ଭ କରିଛି। ସୂଚନା ଅନୁଯାୟୀ, ଆଜି ବନ୍ଦ ଘରୁ ରସୁଲଗଡ ସ୍ଥିତ […]

ଭୁବନେଶ୍ବର: ପୁଣି ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ଖାରବେଳନଗର ଅଞ୍ଚଳରେ ଆଉ ଏକ ଆତ୍ମହତ୍ୟା ଘଟିଥିବା ଜଣାପଡ଼ିଛି।  ବେକରେ ରଶି ଲଗାଇ ଯୁବତୀ ଜଣଙ୍କ ଆତ୍ମହତ୍ୟା  କରିଛନ୍ତି।  ଯୁବତୀ ଜଣଙ୍କ ନାଁ ସସ୍ମିତା ବାରିକ । ବୟସ ୨୩ ବର୍ଷ । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ମୃତ ଦେହକୁ ଜବତ କରି ଶବ ବ୍ଯବେଚ୍ଛଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇ ତଦନ୍ତ ଆରମମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ୪୭,୬୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ସୂଚନା ଅନୁଯାୟୀ, ଆଜି ବନ୍ଦ ଘରୁ ରସୁଲଗଡ ସ୍ଥିତ ଭାଗବତ ସନ୍ଧାନ ଶାନ୍ତି ନିବାସରୁ ଜଣେ ମହିଳାଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର କରାଯାଇଥିଲା।ମୃତ ମହିଳାଙ୍କ ନାଁ ପ୍ରଜ୍ଞା ପରମିତା କର। ବୟସ ପାଖାପାଖି ୩୩ ବର୍ଷ ହେବ ବୋଲି ଜଣାପଡ଼ିଥିଲା। ଗତକାଲି ରାତିରେ ସାମ୍ନା ଘରେ ଭୋଜି କରିବା ପରେ ସକାଳୁ ସକାଳୁ ଆତ୍ମହତ୍ୟା କରିଥିବା ନେଇ ସୂଚନା ମିଳିଥିଲା।

ଆହୁରି ପଢ଼ନ୍ତୁ: ବ୍ୟବସ୍ଥାର ଚକ୍ରବ୍ୟୁହରେ ଚାପି ହୋଇ ବରଗଡର ଯୁବଚାଷୀ ଇଚ୍ଛାମୃତ୍ୟୁ ମାଗିବା ଓଡିଶା ପାଇଁ ନିନ୍ଦନୀୟ: ବିଜେଡି

25 Aug 2022 By The Sakala

ପୁଣି ରାଜଧାନୀରେ ଆଉ ଏକ ଯୁବତୀଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ପୁଣି ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ଖାରବେଳନଗର ଅଞ୍ଚଳରେ ଆଉ ଏକ ଆତ୍ମହତ୍ୟା ଘଟିଥିବା ଜଣାପଡ଼ିଛି।  ବେକରେ ରଶି ଲଗାଇ ଯୁବତୀ ଜଣଙ୍କ ଆତ୍ମହତ୍ୟା  କରିଛନ୍ତି।  ଯୁବତୀ ଜଣଙ୍କ ନାଁ ସସ୍ମିତା ବାରିକ । ବୟସ ୨୩ ବର୍ଷ । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ମୃତ ଦେହକୁ ଜବତ କରି ଶବ ବ୍ଯବେଚ୍ଛଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇ ତଦନ୍ତ ଆରମମ୍ଭ କରିଛି।

ସୂଚନା ଅନୁଯାୟୀ, ଆଜି ବନ୍ଦ ଘରୁ ରସୁଲଗଡ ସ୍ଥିତ ଭାଗବତ ସନ୍ଧାନ ଶାନ୍ତି ନିବାସରୁ ଜଣେ ମହିଳାଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର କରାଯାଇଥିଲା।ମୃତ ମହିଳାଙ୍କ ନାଁ ପ୍ରଜ୍ଞା ପରମିତା କର। ବୟସ ପାଖାପାଖି ୩୩ ବର୍ଷ ହେବ ବୋଲି ଜଣାପଡ଼ିଥିଲା। ଗତକାଲି ରାତିରେ ସାମ୍ନା ଘରେ ଭୋଜି କରିବା ପରେ ସକାଳୁ ସକାଳୁ ଆତ୍ମହତ୍ୟା କରିଥିବା ନେଇ ସୂଚନା ମିଳିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର