ସୋସିଆଲ ମିଡିଆରେ ବର୍ଷାଙ୍କୁ ଅନୁଭବଙ୍କ ପ୍ରଶ୍ନ: ବିବାହ ବିଫଳ ହୋଇଥିଲେ ବି, ବିଚ୍ଛେଦ ପରେ ବନ୍ଧୁ ହୋଇ ରହିପାରିବେ ନାହିଁ କି ?

The Sakala Picture
Published On

ଭୁବନେଶ୍ବର: ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ମାମଲା ଭିତରେ ଆଜି ସୋସିଆଲ ମିଡିଆ ‘ଏକ୍ସ’ରେ  ପୋଷ୍ଟ କରିଛନ୍ତି ଅନୁଭବ ମହାନ୍ତି । ବିବାହ ପରେ ବିଦାୟ ବେଳର ଫୋଟୋ ପୋଷ୍ଟ କରିଛନ୍ତି । ସୋସିଆଲ ମିଡିଆରେ ସାଂସଦ ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାଇଁ ବନ୍ଧୁତାର ସନ୍ଦେଶ ଦେଇଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କୁ ଟ୍ୟାଗ୍ କରି ଲେଖିଛନ୍ତି, ସେ ତାଙ୍କୁ ହୃଦୟରୁ ବହୁତ ଭଲ ପାଆନ୍ତି । ଯେକୌଣସି କାରଣରୁ ବିବାହ ବିଫଳ ହୋଇଥିଲେ ବି, […]

ଭୁବନେଶ୍ବର: ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ମାମଲା ଭିତରେ ଆଜି ସୋସିଆଲ ମିଡିଆ ‘ଏକ୍ସ’ରେ  ପୋଷ୍ଟ କରିଛନ୍ତି ଅନୁଭବ ମହାନ୍ତି । ବିବାହ ପରେ ବିଦାୟ ବେଳର ଫୋଟୋ ପୋଷ୍ଟ କରିଛନ୍ତି । ସୋସିଆଲ ମିଡିଆରେ ସାଂସଦ ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାଇଁ ବନ୍ଧୁତାର ସନ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ବର୍ଷା ପ୍ରିୟଦର୍ଶିନୀଙ୍କୁ ଟ୍ୟାଗ୍ କରି ଲେଖିଛନ୍ତି, ସେ ତାଙ୍କୁ ହୃଦୟରୁ ବହୁତ ଭଲ ପାଆନ୍ତି । ଯେକୌଣସି କାରଣରୁ ବିବାହ ବିଫଳ ହୋଇଥିଲେ ବି, ବିବାହ ବିଚ୍ଛେଦ ପରେ ବନ୍ଧୁ ହୋଇ ରହିପାରିବେ ନାହିଁ କି ବୋଲି ପ୍ରଶ୍ନ କରିଛନ୍ତି । ଏହି ବିଚ୍ଛେଦ ଏତେ ତିକ୍ତତା ହେଉ ବୋଲି ସେ କେବେ ଚାହିଁ ନାହାନ୍ତି ବୋଲି ଲେଖିଛନ୍ତି । ବିଚ୍ଛେଦ ତ ନିଶ୍ଚିତ ହେବ, ହେଲେ କାହିଁକି ସମ୍ମାନର ସହ ନହେବ ବୋଲି ସେ ପୋଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ଖବର ଅନୁଯାୟୀ, କିଛି ଦିନ ତଳେ ଅନୁଭବ ଓ ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାକୁ ଅଗ୍ରାହ୍ୟ କରି ଦେଇଥିଲେ ପରିବାର ଅଦାଲତ । ୨୦୨୦ରେ ଦିଲ୍ଲୀ ପଟିୟାଲା କୋର୍ଟରେ ଛାଡ଼ପତ୍ର ମାମଲା କରିଥିଲେ ସାଂସଦ । ମାମଲା କଟକ ସ୍ଥାନାନ୍ତର କରିବା ପାଇଁ ସୁପ୍ରିମକୋର୍ଟରେ ବର୍ଷା ଆବେଦନ କରିବା ପରେ ହାଇକୋର୍ଟରେ ବିଚାର ଆରମ୍ଭ ହୋଇଥିଲା । ପରେ କଟକ ଫ୍ୟାମିଲି କୋର୍ଟକୁ ମାମଲା ହସ୍ତାନ୍ତର କରଥିଲେ ପଟିୟାଲା କୋର୍ଟ ।

06 Oct 2023 By The Sakala

ସୋସିଆଲ ମିଡିଆରେ ବର୍ଷାଙ୍କୁ ଅନୁଭବଙ୍କ ପ୍ରଶ୍ନ: ବିବାହ ବିଫଳ ହୋଇଥିଲେ ବି, ବିଚ୍ଛେଦ ପରେ ବନ୍ଧୁ ହୋଇ ରହିପାରିବେ ନାହିଁ କି ?

ଭୁବନେଶ୍ବର: ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ମାମଲା ଭିତରେ ଆଜି ସୋସିଆଲ ମିଡିଆ ‘ଏକ୍ସ’ରେ  ପୋଷ୍ଟ କରିଛନ୍ତି ଅନୁଭବ ମହାନ୍ତି । ବିବାହ ପରେ ବିଦାୟ ବେଳର ଫୋଟୋ ପୋଷ୍ଟ କରିଛନ୍ତି । ସୋସିଆଲ ମିଡିଆରେ ସାଂସଦ ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାଇଁ ବନ୍ଧୁତାର ସନ୍ଦେଶ ଦେଇଛନ୍ତି।

ବର୍ଷା ପ୍ରିୟଦର୍ଶିନୀଙ୍କୁ ଟ୍ୟାଗ୍ କରି ଲେଖିଛନ୍ତି, ସେ ତାଙ୍କୁ ହୃଦୟରୁ ବହୁତ ଭଲ ପାଆନ୍ତି । ଯେକୌଣସି କାରଣରୁ ବିବାହ ବିଫଳ ହୋଇଥିଲେ ବି, ବିବାହ ବିଚ୍ଛେଦ ପରେ ବନ୍ଧୁ ହୋଇ ରହିପାରିବେ ନାହିଁ କି ବୋଲି ପ୍ରଶ୍ନ କରିଛନ୍ତି । ଏହି ବିଚ୍ଛେଦ ଏତେ ତିକ୍ତତା ହେଉ ବୋଲି ସେ କେବେ ଚାହିଁ ନାହାନ୍ତି ବୋଲି ଲେଖିଛନ୍ତି । ବିଚ୍ଛେଦ ତ ନିଶ୍ଚିତ ହେବ, ହେଲେ କାହିଁକି ସମ୍ମାନର ସହ ନହେବ ବୋଲି ସେ ପୋଷ୍ଟ କରିଛନ୍ତି।

ଖବର ଅନୁଯାୟୀ, କିଛି ଦିନ ତଳେ ଅନୁଭବ ଓ ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାକୁ ଅଗ୍ରାହ୍ୟ କରି ଦେଇଥିଲେ ପରିବାର ଅଦାଲତ । ୨୦୨୦ରେ ଦିଲ୍ଲୀ ପଟିୟାଲା କୋର୍ଟରେ ଛାଡ଼ପତ୍ର ମାମଲା କରିଥିଲେ ସାଂସଦ । ମାମଲା କଟକ ସ୍ଥାନାନ୍ତର କରିବା ପାଇଁ ସୁପ୍ରିମକୋର୍ଟରେ ବର୍ଷା ଆବେଦନ କରିବା ପରେ ହାଇକୋର୍ଟରେ ବିଚାର ଆରମ୍ଭ ହୋଇଥିଲା । ପରେ କଟକ ଫ୍ୟାମିଲି କୋର୍ଟକୁ ମାମଲା ହସ୍ତାନ୍ତର କରଥିଲେ ପଟିୟାଲା କୋର୍ଟ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର