ମାଗଣା ସିଭିଲ୍ ସର୍ଭିସ କୋଚିଂ ପାଇଁ ଅନଲାଇନ ଆବେଦନ ଜାରି, ଆବେଦନର ଶେଷ ତାରିଖ ମାର୍ଚ୍ଚ ୪

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ସିଭିଲ୍ ସର୍ଭିସ ପରୀକ୍ଷା ପାଇଁ ମାଗଣା କୋଚିଂ ନେବା ପାଇଁ ଗତ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତିକୁ ଜାରି କରାଯାଇଛି। ବିଜ୍ଞପ୍ତି ଅନୁସାରେ ୨୦୦ ଜଣ ଛାତ୍ରଛାତ୍ରୀଙ୍କୁ ଏହା ମାଧ୍ୟମରେ ମାଗଣା କୋଚିଂ ଦିଆଯିବ। ଏଥି ପାଇଁ ମାର୍ଚ୍ଚ ୨୬ ତାରିଖରେ କ୍ଵଲିଫାଇଙ୍ଗ ପରୀକ୍ଷା ହେବ। ୧୬ ତାରିଖରୁ ଆଡମିଟ କାର୍ଡ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୪ ତାରିଖ […]

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ସିଭିଲ୍ ସର୍ଭିସ ପରୀକ୍ଷା ପାଇଁ ମାଗଣା କୋଚିଂ ନେବା ପାଇଁ ଗତ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତିକୁ ଜାରି କରାଯାଇଛି। ବିଜ୍ଞପ୍ତି ଅନୁସାରେ ୨୦୦ ଜଣ ଛାତ୍ରଛାତ୍ରୀଙ୍କୁ ଏହା ମାଧ୍ୟମରେ ମାଗଣା କୋଚିଂ ଦିଆଯିବ। ଏଥି ପାଇଁ ମାର୍ଚ୍ଚ ୨୬ ତାରିଖରେ କ୍ଵଲିଫାଇଙ୍ଗ ପରୀକ୍ଷା ହେବ। ୧୬ ତାରିଖରୁ ଆଡମିଟ କାର୍ଡ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୪ ତାରିଖ ସୁଦ୍ଧା ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରି ପାରିବେ। ଆବେଦନ ଶୁଲ୍କ ୧୦୦ ଟଙ୍କା ପଡ଼ିବ। ରାଜ୍ୟ ସରକାର ପିଲାମାନଙ୍କର ରହିବା ଓ ଖାଇବା ଖର୍ଚ୍ଚ ବହନ କରିବେ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର